ବାରିପଦା: ୧୦,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଆଜି ବାରିପଦାର ଲୋକାଲ ଫଣ୍ଡ ଅଡିଟର ଚିତରଞ୍ଜନ ସେନାପତିଙ୍କୁ ଭିଜିଲାନ୍ସ ଗିରଫ କରିଛି। ଗୋପବନ୍ଧୁ ନଗର ବ୍ଲକର ବରିଷ୍ଠ କିରାଣି ତୁଷାରକାନ୍ତ ଦେଙ୍କୁ ଅଡିଟ୍ ହେଉଥିବା କାଗଜପତ୍ର ରଫାଦଫା କରିଦେବାକୁ ଚିତରଞ୍ଜନ ଟଙ୍କା ମାଗିଥିଲେ। ଏନେଇ ତୁଷାରକାନ୍ତ ଭିଜିଲାନ୍ସ ବିଭାଗ ସହ ଯୋଗାଯୋଗ କରିଥିଲେ। ପୂର୍ବ ଯୋଜନା ମୁତାବକ ତୁଷାରକାନ୍ତ ଲାଞ୍ଚ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ।
ଭିଜିଲାନ୍ସ ବିଭାଗ ପକ୍ଷରୁ ତୁଷାରକାନ୍ତଙ୍କ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ସ୍ଥିତ ବାସଭବନରେ ଚଢ଼ାଉ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।