ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଡିଛନ୍ତି କୋଟିପତି ଏମଭିଆଇ ପ୍ରଭାସ ଦାସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ସେଲ ଏକକାଳୀନ ୪ଟି ସ୍ଥାନରେ ଚଢାଉ କରିଛି। ପ୍ରଭାସଙ୍କ ଭୁବନେଶ୍ୱର ଶାସ୍ତ୍ରୀନଗରସ୍ଥିତ ବାସଭବନ ଓ ନୟାପଲ୍ଲୀ ସ୍ଥିତ ଶ୍ୱଶୁର ଘର ଉପରେ ଚଢାଇ କରାଯାଇଥିଲା। ତାଙ୍କ ବାସଭବନରୁ ନଗଦ ଲକ୍ଷାଧିକ ଟଙ୍କା, ୨୫ରୁ ୩୦ ଭରି ସୁନା ଓ ବ୍ୟାଙ୍କ ପାସବୁକ୍ ଜବତ କରାଯାଇଛି। ସେହିପରି ତାଙ୍କ ମାଲକାନଗିରି ସ୍ଥିତ ଅଫିସ ଓ ଭଦ୍ରକ ସ୍ଥିତ ପୈତୃକ ଘରେ ମଧ୍ୟ ଚଡାଉ କରାଯାଇଛି। ତାଙ୍କ ପାଖରୁ ୧କୋଟି ୭୭ଲକ୍ଷ ଟଙ୍କାର ସ୍ଥାବର ଅସ୍ଥାବର ସମ୍ପତ୍ତି ଠାକ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।