ଭିଜିଲାନ୍ସ ଜାଲରେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ର। ସେ ଭିଜିଲାନ୍ସ ଅଧିକାରୀଙ୍କୁ ଚକମା ଦେବା ପାଇଁ ଢେଙ୍କାନାଳ ସ୍ଥିତ ଘରେ ଥିବା ଟଏଲେଟ୍ ଫ୍ଲସରେ ଲୁଚାଇ ରଖିଥିଲେ ବିଡ଼ା ବିଡ଼ା ନୋଟ୍। ସେହିପରି ଆଠଗଡ଼ରେ ତାଙ୍କର ୮ ଏକର ଜାଗାରେ ବିଳାସପୂର୍ଣ୍ଣ ବିରାଟ ଫାର୍ମ ହାଉସ ରହିଛି। ପାର୍କଠୁ ବଡ଼ ଏହି ଫାର୍ମ ହାଉସକୁ ଅତି ସୁନ୍ଦର ଭାବେ ସଜାଯାଇଛି। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।
Crime
ବ୍ରାଉନସୁଗର ନା ମୁଲତାନୀ ମାଟି; ଜବତ ସାମଗ୍ରୀକୁ ନେଇ ପ୍ରବଳ ଉତ୍ତେଜନା
ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍ ପ୍ରବଳ ହଟହଟା ହୋଇଛି। ମିଛ କେସ୍ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍ ଗାଡ଼ି ଚାବି ଅଟକ ରଖିଛନ୍ତି।
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।