Advertisment

ରେଞ୍ଜରଙ୍କ ଟଏଲେଟ୍‌ରୁ ମିଳିଲା ବିଡ଼ା ବିଡ଼ା ଟଙ୍କା

ଭିଜିଲାନ୍ସ ଜାଲରେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ର।

Advertisment

ଭିଜିଲାନ୍ସ ଜାଲରେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ର। ସେ ଭିଜିଲାନ୍ସ ଅଧିକାରୀଙ୍କୁ ଚକମା ଦେବା ପାଇଁ ଢେଙ୍କାନାଳ ସ୍ଥିତ ଘରେ ଥିବା ଟଏଲେଟ୍ ଫ୍ଲସରେ ଲୁଚାଇ ରଖିଥିଲେ ବିଡ଼ା ବିଡ଼ା ନୋଟ୍। ସେହିପରି ଆଠଗଡ଼ରେ ତାଙ୍କର ୮ ଏକର ଜାଗାରେ ବିଳାସପୂର୍ଣ୍ଣ ବିରାଟ ଫାର୍ମ ହାଉସ ରହିଛି। ପାର୍କଠୁ ବଡ଼ ଏହି ଫାର୍ମ ହାଉସକୁ ଅତି ସୁନ୍ଦର ଭାବେ ସଜାଯାଇଛି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Vigilance Raid Forest Rangers Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe