ଡୁଙ୍ଗୁରିପାଲି ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ  

ବଲାଙ୍ଗିର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ବଲାଙ୍ଗିର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍‌ର ସହକାରୀ ଯନ୍ତ୍ରୀ ଦିଲ୍ଲୀପ ପାତ୍ରଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ବଲାଙ୍ଗିରର ଶାନ୍ତିପଡ଼ା ସ୍ଥିତ ତାଙ୍କ ବାସଭବନ ସମେତ ମୋଟ ୭ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି। ଖବର ଲେଖାଯିବା ସୁଦ୍ଧା ଚଢ଼ାଉ ଜାରି ରହିଛି।

vigilance

vigilance

Rakesh Mallick
  • Published: Friday, 28 October 2016
  • Updated: 28 October 2016, 09:55 AM IST

Sports

Latest News

ବଲାଙ୍ଗିର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ବଲାଙ୍ଗିର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍‌ର ସହକାରୀ ଯନ୍ତ୍ରୀ ଦିଲ୍ଲୀପ ପାତ୍ରଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ବଲାଙ୍ଗିରର ଶାନ୍ତିପଡ଼ା ସ୍ଥିତ ତାଙ୍କ ବାସଭବନ ସମେତ ମୋଟ ୭ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି।

ଖବର ଲେଖାଯିବା ସୁଦ୍ଧା ଚଢ଼ାଉ ଜାରି ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos