Advertisment

ଅବକାରୀ ASIଙ୍କ ଘରେ ପଶିଲା ଭିଜିଲାନ୍ସ

ସୁଦୀପ୍ତ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା।

ଅଦ୍ୟତନ ହୋଇଛି
Vigilance Raid

Vigilance Raid

Advertisment

ଅବକାରୀ ASIଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ବାଲୁଗାଁ ଅବକାରୀ ASI ସୁଦୀପ୍ତ ଦାଶଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଉଛି। ସୁଦୀପ୍ତଙ୍କ ନୟାଗଡ଼ ସ୍ଥିତ ବାସଭବନ, ତାଙ୍କ ଭଡ଼ା ଘର  ଓ ବାଲୁଗାଁରେ ଥିବା ଭଡ଼ା ଘର ଓ ଅଫିସରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

Advertisment

ଏହି ଚଢ଼ାଉରେ ୪ଜଣ ଡିଏସପି ଓ ୬ ଇନ୍ସପେକ୍ଟର ସାମିଲ ହୋଇଛନ୍ତି।

ସୁଦୀପ୍ତ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି  ଆଜି ସୁଦୀପ୍ତଙ୍କ ଘରେ ଚଢ଼ାଉ କରିଛି। ଚଢ଼ାଉ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଥିବା ସୂଚନା ମିଳିଛି। 

Vigilance Raid Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe