Advertisment

୫୨ଟି ପ୍ଳଟ୍ ଥାଇ ଭଡ଼ା ଘରେ ଥିଲେ ରାମଚନ୍ଦ୍ର !

ଭୁବନେଶ୍ୱରରେ ଗୋଟିଏ ଡୁପ୍ଲେକ୍ସ ଓ ଗୋଟିଏ ଫ୍ଳାଟ ଥିଲେ ସୁଦ୍ଧା ସେ ଧର୍ମ ବିହାରରେ ଭଡ଼ା ଘରେ ରହୁଛନ୍ତି।

Advertisment

ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ଅବକାରୀ ବିଭାଗର ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ର। ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗରେ ଆଜି ତାଙ୍କର ବିଭିନ୍ନ ଠିକଣାରେ ଚଢ଼ାଉ କରାଯାଇଥିବା ବେଳେ ଠାବ ହୋଇଛି ଆଖି ଖୋସିଦେଲା ଭଳି ସଂପତ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ ତାଙ୍କର ୫୨ଟି ପ୍ଳଟ୍ ସହିତ ୬ଟି କୋଠା ଓ ୨ଟି ଫ୍ଲାଟ୍‌ ଅଛି। ତା’ ସହିତ ତାଙ୍କର ଗୋଟିଏ ରାଇସ୍ ମିଲ୍ ଅଛି। 

Advertisment
Vigilance Raid Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe