ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଅତିରିକ୍ତ ଯୋଗାଣ ଅଧିକାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପ୍ରଦୀପଙ୍କ କଟକ ନୂଆପଡ଼ାରେ ଥିବା ପୈତୃକ ଘର ସମେତ କଟକ ମଧୁପାଟଣାରେ ଥିବା ଘର, ଭୁବନେଶ୍ୱର ଲିଙ୍ଗିପୁରରେ ଥିବା ୨ ମହଲା କୋଠା, କଟକ କଲ୍ୟାଣପୁରରେ ଥିବା ସମ୍ପର୍କୀୟ ଘର ଓ କେନ୍ଦ୍ରାପଡ଼ାଥିବା ଘର ଓ ଅଫିସରେ ଚଢ଼ାଉ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।
Crime
ହାଇକୋର୍ଟଙ୍କ ନିର୍ଦ୍ଦେଶ ନମାନି ହରଡ଼ଘଣାରେ ଜିଲ୍ଲା ଶିକ୍ଷା ଅଧିକାରୀ
ବାରିପଦା ଟାଉନ ଥାନା ପୁଲିସ ମଧ୍ୟ କହିଛି ଯେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଠିକ୍ ସମୟରେ ନେଇ ହାଇକୋର୍ଟରେ ହାଜର କରାଯିବ।
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।