Advertisment

ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

Advertisment

ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଅତିରିକ୍ତ ଯୋଗାଣ ଅଧିକାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପ୍ରଦୀପଙ୍କ କଟକ ନୂଆପଡ଼ାରେ ଥିବା ପୈତୃକ ଘର ସମେତ କଟକ ମଧୁପାଟଣାରେ ଥିବା ଘର, ଭୁବନେଶ୍ୱର ଲିଙ୍ଗିପୁରରେ ଥିବା ୨ ମହଲା କୋଠା, କଟକ କଲ୍ୟାଣପୁରରେ ଥିବା ସମ୍ପର୍କୀୟ ଘର ଓ କେନ୍ଦ୍ରାପଡ଼ାଥିବା ଘର ଓ ଅଫିସରେ ଚଢ଼ାଉ କରାଯାଇଛି।

Advertisment
Vigilance Raid Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe