Advertisment

ଭିଜିଲାନ୍ସ ଜାଲରେ କୁବେର ଯନ୍ତ୍ରୀ; ୨ଟି ବହୁତଳ କୋଠା ସହ ୩୪ଟି ପ୍ଲଟ୍ ଠାବ

ତାଙ୍କର ୨ଟି ବହୁତଳ କୋଠା ସହିତ ୨ଟି ଫ୍ଲାଟ୍ ଏବଂ ୩୪ଟି ପ୍ଲଟ୍ ଠାବ କରିଛି ଭିଜିଲାନ୍ସ। ଏହା ବ୍ୟତୀତ ତାଙ୍କର ୨ଟି ଟ୍ରକ୍‌, ୨ଟି ଚାରି ଚକିଆ ଯାନ ଓ ୪ଟି ବାଇକ୍ ଅଛି। ତାଙ୍କ ଘରୁ ୧୭୬ ଗ୍ରାମ ସୁନା ଅଳଙ୍କାର ସହିତ ନଗଦ ୨ ଲକ୍ଷ ୩୪ ହଜାର ଟଙ୍କା ମିଳିଛି।

Advertisment

ଭିଜିଲାନ୍ସ ଜାଲରେ ପଡ଼ିଥିବା ବଲାଙ୍ଗିର ଲୋୟର ସୁକତେଲ୍‌ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କର ବିପୁଳ ସମ୍ପତ୍ତି ଠାବ କରାଯାଇଛି। ତାଙ୍କର ୨ଟି ବହୁତଳ କୋଠା ସହିତ ୨ଟି ଫ୍ଲାଟ୍ ଏବଂ ୩୪ଟି ପ୍ଲଟ୍ ଠାବ କରିଛି ଭିଜିଲାନ୍ସ। ଏହା ବ୍ୟତୀତ ତାଙ୍କର ୨ଟି ଟ୍ରକ୍‌, ୨ଟି ଚାରି ଚକିଆ ଯାନ ଓ ୪ଟି ବାଇକ୍ ଅଛି। ତାଙ୍କ ଘରୁ ୧୭୬ ଗ୍ରାମ ସୁନା ଅଳଙ୍କାର ସହିତ ନଗଦ ୨ ଲକ୍ଷ ୩୪ ହଜାର ଟଙ୍କା ମିଳିଛି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Vigilance Raid Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe