ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତି ଠୁଳ ମାମଲାରେ କୋରାପୁଟ ଡିଭିଜନର ତତ୍କାଳୀନ ଆରଡବ୍ଲ୍ୟୁଡି ନିର୍ବାହୀ ଯନ୍ତ୍ରୀ ଓ ତାଙ୍କ ପତ୍ନୀଙ୍କୁ ଗୁରୁବାର ଜେଲ୍ ଦଣ୍ଡ ଶୁଣାଇଛନ୍ତି ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ। କୋର୍ଟ ଯନ୍ତ୍ରୀ ଜଗନ୍ନାଥ ମୋହିନୀଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ ସହ ୧୦ ଲକ୍ଷ ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ତାଙ୍କ ପତ୍ନୀ ରେଣୁବାଳା ମହାନ୍ତିଙ୍କୁ କୋର୍ଟ ଏକ ବର୍ଷ ଜେଲ୍ ଦଣ୍ଡ ସହ ଏକ ଲକ୍ଷ ଟଙ୍କା ଜରିମାନା ଦଣ୍ଡାଦେଶ ଶୁଣାଇଛନ୍ତି।
ରେଣୁବାଳାଙ୍କ ନାଁରେ ୪୦ ଲକ୍ଷ ଟଙ୍କାର ଆୟ ବହିର୍ଭୂତ ସମ୍ପତି ଥିବା ଏବଂ ଦୁର୍ନୀତି ପାଇଁ ତାଙ୍କ ସ୍ୱାମୀଙ୍କୁ ପ୍ରୋତ୍ସାହିତ କରିଥିବାରୁ ତାଙ୍କୁ ଏଭଳି ଦଣ୍ଡ ଦିଆଯାଇଛି।
ଗତ ସେପ୍ଟେମ୍ୱର ୨୦ ତାରିଖରେ ମୋହିନୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଥିଲା। ବର୍ତ୍ତମାନ ମୋହିନୀ ରାୟଗଡ଼ା ଆର୍ଆଣ୍ଡଡି ଡିଭିଜନର ନିର୍ବାହୀ ଯନ୍ତ୍ରୀ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।