Advertisment

ଭିଜିଲାନ୍ସ ଜାଲରେ ଆରଟିଓ; ୧୦ ସ୍ଥାନରେ ଚଢ଼ାଉ

ବସନ୍ତ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ୬ମାସ ତଳେ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା।

ଅଦ୍ୟତନ ହୋଇଛି
Vigilance Raid

Vigilance Raid

Advertisment

ଭିଜିଲାନ୍ସ ଜାଲରେ ବୌଦ୍ଧ ଆରଟିଓ ବସନ୍ତ କୁମାର ମହାପାତ୍ର। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବସନ୍ତଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ବସନ୍ତଙ୍କ ଘର ସମେତ ୧୦ଟି ସ୍ଥାନରେ ଏହି ଚଢ଼ଉ ଚାଲିଛି।

Advertisment

ଭୁବନେଶ୍ୱର, ବୌଦ୍ଧ ଥିବା ଭଡ଼ା ଘର ଓ ଅଫିସସ, ଗଞ୍ଜାମ ଜିଲ୍ଲାରେ ଥିବା ପୈତୃକ ଘର , ବ୍ରହ୍ମପୁର ଓ ଭଂଜନଗର ସମେତ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି। 

ବସନ୍ତ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ୬ମାସ ତଳେ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଆଜି ସକାଳେ ଭିଜିଲାନ୍ସ ପକ୍ଷରୁ ତାଙ୍କ ଘରେ ଚଢ଼ାଉ କରାଯାଇଛି।

Advertisment
Vigilance Raid
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe