ଭିଜିଲାନ୍ସ ଜାଲରେ ଭୁବନେଶ୍ୱର RWS&Sର କନିଷ୍ଠ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢ଼ୀଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଉଢ଼ାଉ କରାଯାଇଛି।
ସୁନୀଲଙ୍କ ଆସିକାରେ ଥିବା ପୈତୃକ ଘର ସମେତ ବସଷ୍ଟାଣ୍ଡରେ ଥିବା ମାର୍କେଟ କମ୍ପ୍ଲେସ, ଭଞ୍ଜନଗରରେ ଥିବା ସମ୍ପର୍କୀୟ ଘର , ଭୁବନେଶ୍ୱରରେ ଥିବା ଘର ଏବଂ ଅଫିସରେ ଏକ କାଳୀନ ୫ଟି ସ୍ଥାନରେ ଚଢାଉ କରାଯାଇଛି।
Also Read
ଜଣେ ଡିଏସପିଙ୍କ ନେତୃତ୍ୱରେ ଭିଜିଲାନ୍ସର ପାଞ୍ଚ ଜଣିଆ ଟିମ୍ ଚଢ଼ାଉରେ ସାମିଲ ଅଛନ୍ତି। ସୁନୀଲ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛି।
ସୁନୀଲଙ୍କ ବାପା ରେଞ୍ଜର ଭାବେ କାର୍ଯ୍ୟ କରୁଥିଲେ। ସେ ୮ବର୍ଷ ହେଲା ଚାକିରିରୁ ଅବସର ନେଇ ଘରେ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମା’ ପାଲଟିଗଲା ପଥର; ଛୁଆଙ୍କୁ ଚେଙ୍କ ଦେଲା ପ୍ରେମିକ
ବାପା ଥାଉ ଥାଉ ଅନୈତିକ ସମ୍ପର୍କରେ ବୁଡ଼ି ରହିଥିଲା ମା’ । ଏହାକୁ ବିରୋଧ କରିବା ପିଲାଙ୍କ ପାଇଁ କାଳ ହେଲା। ପାଟି ଫିଟାଇବାର ଶାସ୍ତି ସ୍ୱରୁପ ମା’ ଆଗରେ ପିଲାଙ୍କୁ ଚେଙ୍କ ଦେଇ ଚାଲିଲା ତାଙ୍କ ପ୍ରେମିକ ।
Crime
ଯୌନ ନିର୍ଯାତନା ଅଭିଯୋଗରେ କଣ୍ଠଶିଳ୍ପୀ ସଞ୍ଜୟ ଚକ୍ରବର୍ତ୍ତୀ ଗିରଫ
କୋଲକାତାରେ ନିଜ ସଙ୍ଗୀତ ଶିକ୍ଷାକେନ୍ଦ୍ରର ନାବାଳିକା ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ। ଗିରଫ ଭୟରେ ମୁମ୍ବାଇରେ ଲୁଚିଥିଲେ କଣ୍ଠଶିଳ୍ପୀ ସଞ୍ଜୟ ଚକ୍ରବର୍ତ୍ତୀ। ସାଙ୍ଗ ଘରୁ ବାନ୍ଧିଲା କୋଲକାତା ପୁଲିସ।
Crime
ରାଜଧାନୀରେ ଉତ୍ପାତ କରୁଛନ୍ତି ଚେନ୍ ଲୁଟେରା
ଦୁର୍ବୃତ୍ତ ସିନା ସୁନା ଚେନ୍ ନେଇ ପାରିଲେନାହିଁ, କିନ୍ତୁ ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ। ତାଙ୍କ ମୁଣ୍ଡ ମାଟିରେ ମାଡ଼ ହୋଇଯାଇଥିଲା। ସେ ରକ୍ତାକ୍ତ ହୋଇ ଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଥିଲା।
Crime
ସପ୍ତମ ପାସ୍ରେ ଆୟୁର୍ବେଦିକ ଡାକ୍ତର, କରୁଥିଲେ ପାଇଲ୍ସ ଅପରେସନ
କେହି ଜଣେ ବି ଉତ୍ପଲଙ୍କ ନାଁରେ ଅଭିଯୋଗ କରିବା ପରେ ଆଜି ପୁଲିସ ପକ୍ଷରୁ ତାଙ୍କ କ୍ଲିନିକ୍ ଉପରେ ଚଢ଼ାଉ କରାଯାଇଥିଲା।
Crime
ଭିଜିଲାନ୍ସ ଜାଲରେ ଭାଗବତ, କାମ କରିଦେବାକୁ ଲାଞ୍ଚ ମାଗି ଫସିଗଲେ
ଅଭିଯୋଗ ପାଇବା ପରେ ଯୋଜନାବଦ୍ଧ ଭାବେ ଭାଗବତଙ୍କୁ ଧରିଲା ଭିଜିଲାନ୍ସ।