ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ। ଆୟ ବର୍ହିଭୂତ ସଂପତ୍ତି ଅଭିଯୋଗରେ ମାଲକାନଗିରି ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ମାଲକାନଗିରି, ଭୁବନେଶ୍ୱର ଓ ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର ସମେତ ୭ଟି ସ୍ଥାନରେ ଏହି ଚଢାଉ ଜାରି ରହିଛି।
ସଞ୍ଜୟଙ୍କର ମାଲକାନଗିରିରେ ଥିବା ଭଡ଼ା ଘର ଓ କାର୍ଯ୍ୟାଳୟ, ଜଳେଶ୍ୱରରେ ଥିବା ପୈତୃକ ଘର, ଭୁବନେଶ୍ୱରରେ ଥିବା ନିଜସ୍ୱ ଏକ ଫ୍ଲାଟ୍ ଓ ପୋଖରୀପୁଟରେ ଥିବା ଶ୍ୱଶୁର ଘର ସମେତ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଏପରିକି କନିଷ୍ଠ ଯନ୍ତ୍ରୀ ଯେଉଁ ଘରେ ମାଲକାନଗିରିରେ ଭଡ଼ାରେ ରହୁଛନ୍ତି, ସେହି ଭଡ଼ା ଘର ମାଲିକଙ୍କ ଘରେ ମଧ୍ୟ ରେଡ୍ ଚାଲିଥିବା ସୂଚନା ରହିଛି।
Also Read
ସଞ୍ଜୟ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ତାଙ୍କ ଘରେ ଚଢ଼ାଉ କରିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।