Advertisment

ଯନ୍ତ୍ରୀ ବାବୁଙ୍କର କେତେ ସମ୍ପତ୍ତି ?

ଅମାପ ସମ୍ପତ୍ତିର ମାଲିକ ହେଉଛନ୍ତି ବାଲେଶ୍ୱର ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନ।

author-image
Manoj Swain

ବାଲେଶ୍ୱର ଜିଲ୍ଲା ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରୁଛି । ଓଡ଼ିଶା ସମେତ ପଶ୍ଚିମବଙ୍ଗରେ ତାଙ୍କର ୧୦୦ରୁ ଅଧିକ ପ୍ଲଟ୍ ରହିଛି ବୋଲି ଜଣାପଡ଼ିଛି। ଆଜି ସକାଳୁ ହୋଇଥିବା ଚଢ଼ାଉରେ ବାବୁଙ୍କ ଏପରି ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ। ଏସବୁ ଅମାପ ସମ୍ପତ୍ତିର ମାଲିକ ହେଉଛନ୍ତି ବାଲେଶ୍ୱର ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Vigilance Raid Balasore Odisha