Advertisment

ପିଲା ଚୋରି ସନ୍ଦେହ, ଦୁଇ ଯୁବକଙ୍କୁ ନିର୍ଧୁମ ଛେଚିଲେ

ସନ୍ଦିଗ୍ଧ ଦୁଇ ଯୁବକ ଆନ୍ଧ୍ରପ୍ରଦେଶ ପାର୍ବତୀପୁରମ ଅଞ୍ଚଳର ବୋଲି ଜଣାପଡ଼ିଛି।

thrash two youths

thrash two youths

Advertisment

ପିଲା ଚୋରି ସନ୍ଦେହରେ ଦୁଇ ଯୁବକଙ୍କୁ ନିର୍ଧୁମ ଛେଚିଲେ ଗାଁ ଲୋକେ। ହାତ ଗୋଡ ବାନ୍ଧି ନିସ୍ତୁକ ମାଡ ମାରିଛନ୍ତି। କୋରାପୁଟ ବନ୍ଧୁଗାଁ ସୁନପାଲମୁଣ୍ଡା ଗାଁରେ ଦେଖିବାକୁ ମିଳିଛି ଏପରି କିଛି ଘଟଣା।

Advertisment

ହାତ ବାନ୍ଧି ୨ ଯୁବକଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି ଗ୍ରାମବାସୀ। ଆକ୍ରମଣରେ ୨ ଯୁବକ ଗୁରୁତର ଆହତ ହୋଇଛନ୍ତି। ସନ୍ଦିଗ୍ଧ ଦୁଇ ଯୁବକ ଆନ୍ଧ୍ରପ୍ରଦେଶ ପାର୍ବତୀପୁରମ ଅଞ୍ଚଳର ବୋଲି ଜଣାପଡ଼ିଛି।

ଏହି ଘଟଣା ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା। ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁଇ ଯୁବକଙ୍କୁ ଉଦ୍ଧାର କରିବା ସହ ବନ୍ଧୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛି। ଘଟଣାର ଛାନଭିନ୍ ଜାରି ରହିଛି।

Advertisment
Odisha Crime Koraput
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe