Advertisment

କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା: ରାଜ୍ୟବ୍ୟାପୀ ଡାକ୍ତରଙ୍କ ଆନ୍ଦୋଳନ

କୋଲକାତାରେ ଲେଡି ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ତୀବ୍ର ହେଉଛି ପ୍ରତିବାଦ । ଏହି ଘଟଣାକୁ ନେଇ ବୁର୍ଲା ଭୀମସାରରେ ଜୁନିଅର ଡାକ୍ତର ସଂଘର କାର୍ଯ୍ୟ ବନ୍ଦ ଆନ୍ଦୋଳନ।

author-image
Manoj Swain
ଅଦ୍ୟତନ ହୋଇଛି

କୋଲକାତାରେ ଲେଡି ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ତୀବ୍ର ହେଉଛି ପ୍ରତିବାଦ । ରାଜ୍ୟର ବିଭିନ୍ନ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡାକ୍ତର । ଏହି ଘଟଣାକୁ ନେଇ ବୁର୍ଲା ଭୀମସାରରେ ଜୁନିଅର ଡାକ୍ତର ସଂଘର କାର୍ଯ୍ୟ ବନ୍ଦ ଆନ୍ଦୋଳନ।

Advertisment
Odisha Doctor Protest Sambalpur