ସୋନପୁର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭୋର ୫ଟା ବେଳେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲ୍ଲୀ ବ୍ଲକ ଭିଏଲଡବ୍ଲ୍ୟୁ ମାଧବ ତ୍ରିପାଠୀ ଘରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି। ସମ୍ବଲପୁର ଜିଲ୍ଲା ଭିଜିଲାନ୍ସ ବିଭାଗ ପକ୍ଷରୁ ମାଧବଙ୍କ ଡୁଙ୍ଗୁରିପାଲ୍ଲୀ ସ୍ଥିତ ଘର, ତାଙ୍କ ଔଷଧ ଦୋକାନ ଓ ନଙ୍ଗଳକଟା ସ୍ଥିତ ପୈତୃକ ଘରେ ଏକାକାଳୀନ ଚଢ଼ାଉ କରାଯାଇଛି।
ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ଜବତ ସମ୍ପତ୍ତିର ମୂଲ୍ୟ ଜଣାପଡିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।