ରାଜସ୍ୱ ସହାୟିକା ମୃତଦେହ ସରକାରୀ କ୍ୱାର୍ଟର୍ସରୁ ଉଦ୍ଧାର କରାଯାଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲ୍ଲା ବୈପାରିଗୁଡା ବ୍ଲକ ସ୍ଥିତ ସରକାରୀ କ୍ୱାର୍ଟର୍ସରେ। ମୃତ ରାଜସ୍ୱ ସହାୟିକା ଜଣଙ୍କ ହେଲେ ସନ୍ଧ୍ୟାରାଣୀ ନାୟକ। ସନ୍ଧ୍ୟାରାଣୀ ଦୁଇ ବର୍ଷ ହେଲା ବରିଷ୍ଠ ରାଜସ୍ୱ ସହାୟିକା ଭାବେ କାର୍ଯ୍ୟ କରୁଥିଲେ । ତେବେ ସନ୍ଧ୍ୟାରାଣୀ ଆତ୍ମହତ୍ୟା କରିଛନ୍ତି ନା ଅନ୍ୟ କିଛି କାରଣ ଅଛି ତାହା ଜଣାପଡ଼ି ନାହିଁ। ତେବେ ପୁଲିସ ଘଟଣାର ତଦନ୍ତ କରିବା ସହ ସନ୍ଧ୍ୟାରାଣୀଙ୍କ ପରିବାର ଲୋକଙ୍କୁ ପଚରାଉଚରା କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଗୁଜରାଟରେ ଯୁବକଙ୍କୁ ମାରି ୱାଶିଂମେସିନରେ ଭର୍ତ୍ତି କରିଥିଲା, ଓଡ଼ିଶାରୁ ବନ୍ଧା ହେଲା ଅଭିଯୁକ୍ତ
ସପ୍ତାହେ ପରେ ଦୁର୍ଗନ୍ଧ ହେବାରୁ ପୁଲିସ୍ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା। ଏଥିସହ ମାମଲାର ଖୋଳତାଡ଼ କରି ମାସେ ପରେ ଅଭିଯୁକ୍ତଙ୍କୁ ବାନ୍ଧିଛି ପୁଲିସ୍।
Crime
ସ୍ୱାମୀ, ପିଲା ଥାଉ ଥାଉ ପରକୀୟାପ୍ରୀତିରେ ମାତିଥିଲେ ମହିଳା
ଯେଉଁ ମା’ ନିଜ ପିଲାଙ୍କୁ ରକ୍ଷା କରିବା କଥା, ସେ ପାଲଟିଗଲା ସେମାନଙ୍କ ଶତ୍ରୁ। ପାଟି ଫିଟାଇବାର ଶାସ୍ତି ସ୍ୱରୁପ ମା’ ଆଗରେ ପିଲାଙ୍କୁ ଚେଙ୍କ ଦେଲା ତାଙ୍କ ପ୍ରେମିକ ।
Crime
ସମାନ ସମୟରେ ମାଂସ ପାଇଁ ଯାଇଥିଲେ, କିନ୍ତୁ ଦୋକାନ ପାଖରେ ଜଣେ ଆଉ ଜଣଙ୍କୁ ହତ୍ୟା କଲେ
ମୀରଟର ୩୫ ବର୍ଷୀୟ ଶାହଜାଦଙ୍କୁ ସର୍ବସମ୍ମୁଖରେ ହତ୍ୟା କରାଯାଇଛି। ଶାହଜାଦ ଓ ଆଉ ଜଣେ ବ୍ୟକ୍ତି ଗୁରୁବାର ମଧ୍ୟାହ୍ନରେ ମାଂସ ଦୋକାନର ମାଲିକ ଗୁଲଜାରଙ୍କ ପାଖରେ ପହଞ୍ଚିଥିଲେ।
Crime
ମନ୍ତ୍ର ଶିଖିବାର ନିଶା! ଦେଢ ବର୍ଷର ଝିଅକୁ ବଳି ଦେଇ କଲିଜା ଖାଇଲା ମାଆ
ଆଜିର ଆଧୁନିକ ସମାଜରେ ଏପରି କିଛି ଅନ୍ଧବିଶ୍ୱାସୀ ଅଛନ୍ତି, ଯେଉଁମାନେ କଳାଯାଦୁର ଫାସରେ ପଡ଼ି ନିଜର ବୁଦ୍ଧି, ବିଚାର ଆଉ ମଣିଷପଣିଆକୁ ହରାଇ ବସୁଛନ୍ତି।
Crime
ନାବାଳିକା ପତ୍ନୀର ସହମତିରେ ଶାରୀରିକ ସମ୍ପର୍କ ସ୍ଥାପନ ବି ଦୁଷ୍କର୍ମ: ବମ୍ବେ ହାଇକୋର୍ଟ
ଜଣେ ଯୁବତୀ ସ୍ୱାମୀଙ୍କ ବିରୁଦ୍ଧରେ ଆଣିଥିବା ଦୁଷ୍କର୍ମ ଅଭିଯୋଗର ଶୁଣାଣି ସମୟରେ ଏପରି ଟିପ୍ପଣୀ ଦେଇଛନ୍ତି ବମ୍ବେ ହାଇକୋର୍ଟ।