ବ୍ଲକର ବରିଷ୍ଠ ସହାୟିକାଙ୍କ ଆତ୍ମହତ୍ୟା ପଛର କାରଣ କଣ ? | Odisha Reporter
Advertisment
ରାଜସ୍ୱ ସହାୟିକା ମୃତଦେହ ସରକାରୀ କ୍ୱାର୍ଟର୍ସରୁ ଉଦ୍ଧାର କରାଯାଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲ୍ଲା ବୈପାରିଗୁଡା ବ୍ଲକ ସ୍ଥିତ ସରକାରୀ କ୍ୱାର୍ଟର୍ସରେ। ମୃତ ରାଜସ୍ୱ ସହାୟିକା ଜଣଙ୍କ ହେଲେ ସନ୍ଧ୍ୟାରାଣୀ ନାୟକ। ସନ୍ଧ୍ୟାରାଣୀ ଦୁଇ ବର୍ଷ ହେଲା ବରିଷ୍ଠ ରାଜସ୍ୱ ସହାୟିକା ଭାବେ କାର୍ଯ୍ୟ କରୁଥିଲେ । ତେବେ ସନ୍ଧ୍ୟାରାଣୀ ଆତ୍ମହତ୍ୟା କରିଛନ୍ତି ନା ଅନ୍ୟ କିଛି କାରଣ ଅଛି ତାହା ଜଣାପଡ଼ି ନାହିଁ। ତେବେ ପୁଲିସ ଘଟଣାର ତଦନ୍ତ କରିବା ସହ ସନ୍ଧ୍ୟାରାଣୀଙ୍କ ପରିବାର ଲୋକଙ୍କୁ ପଚରାଉଚରା କରୁଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us