କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରରୁ ଜଣେ କଏଦୀ ଚମ୍ପଟ ହୋଇଯାଇଛନ୍ତି। ତାଙ୍କ ନାଁ ପରେଶ ମୁଣ୍ଡା। ଏକ ହତ୍ୟା ମାମଲାରେ ସେ ଦୋଷୀ ସାବ୍ୟସ୍ତ ହୋଇ ୨୦୧୪ରୁ ଆଜୀବନ କାରାଦଣ୍ଡା ଭୋଗୁଥିଲେ।
Also Read
ଗତକାଲି ବଗିଚା କାମରେ ନିୟୋଜିତ ହୋଇଥିବା ବେଳେ ପରେଶ ଚମ୍ପଟ ମାରିଥିବା ଜଣାପଡ଼ିଛି। ସେ ଅନେକ ବର୍ଷ ଧରି ବଗିଚାରେ କାମ କରି ଆସୁଥିଲେ।
ଗତକାଲି ଅପରାହ୍ନରେ ପରେଶ ବଗିଚାରେ କାମ କରୁଥିବା ବେଳେ ଚମ୍ପଟ ମାରିଥିବା ନେଇ ଜେଲ୍ କର୍ତ୍ତୃପକ୍ଷ ସୂଚନା ଦେବା ସହିତ କେନ୍ଦୁଝର ଟାଉନ ଥାନାରେ ଅଭିଯୋଗ କରିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜିରୋ ନାଇଟ୍ ସେଲିବ୍ରେଶନ ବେଳେ ଛୁରା ମାଡ଼; ୪ ଗୁରୁତର
ଧୁମଧାମରେ ଚାଲିଥିଲା ଜିରୋ ନାଇଟ୍ ସେଲିବ୍ରେଶନ । ନାଚଗୀତରେ ମସଗୁଲ ଥିଲେ ସମସ୍ତେ। ମାତ୍ର ହଠାତ୍ ଫୁଟିଲା ଗୁଳି ଓ ହେଲା ଅତର୍କିତ ଛୁରା ମାଡ଼ । ଏପରି ମରଣାତ୍ମକ ଆକ୍ରମଣରେ ୪ ଜଣ ଗୁରୁତର ହୋଇଛନ୍ତି।
Crime
ବିଦାୟୀ ବର୍ଷରେ ଭିଜିଲାନ୍ସ ଜାଲରେ ୧୮୧ ବାବୁ, ୨୫ ଚାକିରିରୁ ବହିଷ୍କୃତ
ବିଦାୟୀ ବର୍ଷରେ ୧୮୧ ଜଣ ଦୁର୍ନୀତିଗ୍ରସ୍ତ ସରକାରୀ ବାବୁଙ୍କୁ ବାନ୍ଧିଛି ଭିଜିଲାନ୍ସ । କେବଳ ସରକାରୀ ବାବୁ ନୁହନ୍ତି ସେମାନଙ୍କ ସହଯୋଗୀଙ୍କୁ ବାନ୍ଧିବା ସହ ସେମାନଙ୍କ ନାଁରେ ରୁଜୁ ହୋଇଛି ୨ଶହରୁ ଅଧିକ ମାମଲା ।
Crime
ବୈତରଣୀ ନଦୀକୁ ଡେଇଁ ପଡ଼ିଲେ ଦୋକାନୀ, ଭାସୁଛି ମୃତଦେହ
ଗତ ରାତି ୧୧ଟା ବେଳେ ସେ ନିଜ ସ୍କୁଟିକୁ ଚମ୍ପୁଆ ବୈତରଣୀ ପୋଲ ଉପରେ ରଖି ନଦୀକୁ ଡେ଼ଇଁ ପଡ଼ିଥିଲେ ।
Crime
ଫସଲ ହାନୀ ଯୋଗୁ ଉଜୁଡ଼ିଗଲା ସଂସାର; ଜୀବନ ହାରିଲେ ଚାଷୀ
ଏଥରର ଅଦିନିଆ ବର୍ଷା କେବଳ ଯେ ବିଲରୁ ଫସଲ ଧୋଇ ନେଇଛି ତାହା ନୁହେଁ, ଏହା ବହୁ ପରିବାରର ହସଖୁସି ବି ଧୋଇ ନେଇଛି। ଫସଲ ହାନୀ ପାଇଁ ପୁଣି ଥରେ ଉଜୁଡ଼ି ଯାଇଛି ଆଉ ଏକ ସଂସାର।
Crime
ଗଚ୍ଛିତ ଥିଲା ଦେଢ଼ ହଜାର କ୍ୱିଣ୍ଟାଲ୍ ଧାନ, ସିଲ୍ କଲା ଯୋଗାଣ ବିଭାଗ
କପ୍ତିପଦା ଥାନା ଗୌଡ଼ଗାଁ ଗାଁରେ ଥିବା ଏକ ଗୋଦାମରେ ବିପୁଳ ପରିମାଣରେ ଧାନ ଗଚ୍ଛିତ ରହିଥିଲା। ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ତହସିଲଦାରଙ୍କ ଉପସ୍ଥିତିରେ ଯୋଗାଣ ବିଭାଗ ଓ ପୁଲିସ ମିଳିତ ଭାବେ ସେହି ଗୋଦାମରେ ଚଢ଼ଉ କରିଥିଲା।