Advertisment

ବଗିଚାରେ କାମ କରୁଥିବା ବେଳେ କଏଦୀ ଚମ୍ପଟ, କାଟୁଥିଲେ ଆଜୀବନ ସଜା

ଗତକାଲି ବଗିଚା କାମରେ ନିୟୋଜିତ ହୋଇଥିବା ବେଳେ ପରେଶ ଚମ୍ପଟ ମାରିଥିବା ଜଣାପଡ଼ିଛି।

Jail

Jail

Advertisment

କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରରୁ ଜଣେ କଏଦୀ ଚମ୍ପଟ ହୋଇଯାଇଛନ୍ତି। ତାଙ୍କ ନାଁ ପରେଶ ମୁଣ୍ଡା। ଏକ ହତ୍ୟା ମାମଲାରେ ସେ ଦୋଷୀ ସାବ୍ୟସ୍ତ ହୋଇ ୨୦୧୪ରୁ ଆଜୀବନ କାରାଦଣ୍ଡା ଭୋଗୁଥିଲେ। 

Advertisment

ଗତକାଲି ବଗିଚା କାମରେ ନିୟୋଜିତ ହୋଇଥିବା ବେଳେ ପରେଶ ଚମ୍ପଟ ମାରିଥିବା ଜଣାପଡ଼ିଛି। ସେ ଅନେକ ବର୍ଷ ଧରି ବଗିଚାରେ କାମ କରି ଆସୁଥିଲେ।

ଗତକାଲି ଅପରାହ୍ନରେ ପରେଶ ବଗିଚାରେ କାମ କରୁଥିବା ବେଳେ ଚମ୍ପଟ ମାରିଥିବା ନେଇ ଜେଲ୍‌ କର୍ତ୍ତୃପକ୍ଷ ସୂଚନା ଦେବା ସହିତ କେନ୍ଦୁଝର ଟାଉନ ଥାନାରେ ଅଭିଯୋଗ କରିଛନ୍ତି।

Advertisment
Jail
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe