ସେଦିନ ବି ଥାଏ ଜନ୍ମାଷ୍ଟମୀ । ତାରିଖ ୨୦୦୮ ଅଗଷ୍ଟ ୨୩ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମତିଥିକୁ ଆଡମ୍ବରରେ କରିବାକୁ ଚାଲିଥାଏ ପ୍ରସ୍ତୁତି । କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧର ଜଲେଶପଟ୍ଟା ଆଶ୍ରମ ବି ହୋଇଥାଏ ଉତ୍ସବ ମୁଖର । ଦିନଭରି ଅନେକ କାର୍ଯ୍ୟକ୍ରମ ଚାଲିଥାଏ । ଆଉ ସବୁ କାର୍ଯ୍ୟକ୍ରମକୁ ସଫଳ କରିଥାନ୍ତି ଆଶ୍ରମ ମୁଖ୍ୟ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ । ଏହାପରେ ସଂଧ୍ୟାରେ ମଧ୍ୟ ଆଶ୍ରମରେ କାର୍ଯ୍ୟକ୍ରମ ଚାଲିଥାଏ । ଆଉ ଏହି ସମୟରେ ହାତରେ ବନ୍ଧୁକ ଓ ମାରଣାସ୍ତ୍ର ଧରି ଜଲେଶପଟ୍ଟା ଆଶ୍ରମକୁ ଧସେଇ ପଶନ୍ତି ୨୫ ଜଣ ମୁଖା ପିନ୍ଧା ବ୍ୟକ୍ତି । ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାକୁ ୧୫ ବର୍ଷ ପୂରିଲା, ତଥାପି ଏବେ ବି ସବୁ କିଛି ରହସ୍ୟ ଘେରରେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରେଲୱେରେ ଜାଲ୍ ନିଯୁକ୍ତିପତ୍ର ଦେଲେ, ଜାଲ୍ ଟ୍ରେନିଂ ଦେଲେ...
ରେଳବାଇରେ ଚାକିରି କରାଇ ଦେବାକୁ କହି ମାଆ-ପୁଅଙ୍କ ଗ୍ୟାଙ୍ଗ୍ ଠକି ନେଇଛନ୍ତି ଲକ୍ଷ ଲକ୍ଷ ଟଙ୍କା। ଅଭିଯୁକ୍ତ ପୁଅ ବନ୍ଧା ହୋଇଥିବାବେଳେ ମାଆ ଫେରାର୍।
Crime
ରେଭେନ୍ସା ବିଶ୍ୱବିଦ୍ୟାଳୟ ପ୍ରଫେସରଙ୍କ ବିରୋଧରେ ଏତଲା ଦେଲେ ଜିଲ୍ଲାପାଳ
୨୦୧୯ ମସିହାରେ ନିର୍ବାଚନ ସମୟରେ ରେଭେନ୍ସା ବିଶ୍ଵବିଦ୍ୟାଳୟର ଓଡ଼ିଆ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ବିଜୟ ଲକ୍ଷ୍ମୀ ଦାଶ ଛୁଟି ପାଇଁ ଆବେଦନ କରିଥିଲେ।
Crime
କାର୍ ଡିଲରସିପ୍ କରାଇଦେବାକୁ କହି ୪୦ ଲକ୍ଷ ଟଙ୍କା ନେଇଗଲେ
କଟକ ସିଡିଏ ସେକ୍ଟର ୯ ଅଞ୍ଚଳର ଜଣେ ବ୍ୟବସାୟୀ ‘କିଆ’ କମ୍ପାନୀର କାର ଡିଲରସିପ୍ ସମ୍ବଲପୁର କରିବାକୁ ଚାହୁଁଥିଲେ। ଏଥିପାଇଁ ସେ ଗୁଗଲ୍ରେ ସର୍ଚ୍ଚକରି ଗୋଟିଏ ଟେଲିଫୋନ୍ ନମ୍ୱର ପାଇଥିଲେ।
Crime
ବାଲି ମାଫିଆଙ୍କ ଗୁଣ୍ଡାରାଜ; ଆଇଆଇସିଙ୍କୁ ପିଟିଲେ, ଗାଡ଼ି ଭାଙ୍ଗିଲେ
ଆଇଆଇସିଙ୍କ ବେକ ଓ ପିଠିରେ ଗଭୀର ଆଘାତ ଲାଗିଛି।
Crime
ସରକାର ଆଡେଇଦେଲେ, ବିଷ୍ଣୁପଦଙ୍କୁ ସହ ଅଭିଯୁକ୍ତ ଦର୍ଶାଇ ଗିରଫ କରିପାରେ ସିବିଆଇ!
ସିବିଆଇର ତଦନ୍ତକାରୀ ଅଫିସର ଗୁରଜିନ୍ଦର ସିଂ ଗତ ୬ଦିନ ଧରି ଭୁବନେଶ୍ୱରରେ ଡେରା ପକାଇଛନ୍ତି । ସରକାରୀ ଉଦ୍ୟୋଗ ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀର ଜେନେରାଲ ମ୍ୟାନେଜର(ଇଷ୍ଟକୋଷ୍ଟ) ଭୂପେନ୍ଦ୍ର କୁମାର ସିଂହଙ୍କୁ ଭୁବନେଶ୍ୱରସ୍ଥିତ ସିବିଆଇ ଅଫିସକୁ ଡାକି ଜେରା କରାଯାଇଛି ।