ପାତ୍ରପଡ଼ାର 6 ଏକର ଜମି ବିକ୍ରିରେ ଚଞ୍ଚକତା। 1980 ମସିହାରେ ଚାଷ ପାଇଁ ଆଇଗିଣିଆର ନୃସିଂହ ପ୍ରସାଦ ସୁନ୍ଦରାୟଙ୍କ ପରିବାରର 4ଜଣ ଲୋକ ଲିଜରେ 6 ଏକର ଜମି ପାଇଥିଲେ। ପରେ ଏଭଳି ବାଜେଫସଲ ଜମିରେ ଚାଷ ହେବା ସମ୍ଭବ ନୁହେଁ ଦର୍ଶାଇ ତହସିଲରେ ଉପଯୁକ୍ତ ଶୁଳ୍କ ଦେଇ ଜମିକୁ ଘରବାରି କିସମ କରିଦେଇଥିଲେ। 1980ରୁ 85 ଭିତରେ ଚକବନ୍ଦୀ ଚାଲିଥିବା ବେଳେ ତହସିଲଦାରଙ୍କ ଏଭଳି କ୍ଷମତା ନଥିଲା। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସାଙ୍ଗ ଦେଲା ବିଶ୍ୱାସରେ ବିଷ, ରାତି ଅଧରେ ମୁଣ୍ଡକୁ ଛେଚିଦେଲା
ସାଙ୍ଗ ଦେଲା ବିଶ୍ୱାସରେ ବିଷ। ରାତି ଅଧରେ ଘଟାଇଲା ନାରକୀୟ କାଣ୍ଡ। ସାଜିଲା ଘାତକ, ନେଇଗଲା ଜୀବନ ।
Crime
ଯୁବକକୁ ପିଟି ପିଟି ମାରିଦେବା ଘଟଣା; ଫାଣ୍ଡି ଅଧିକାରୀ ନିଲମ୍ବିତ
ଲୁଗା ଦୋକାନରୁ ଚୋରି କରିବା ଅଭିଯୋଗରେ ଯୁବକକୁ ପିଟି ପିଟି ମାରିଦେବା ଘଟଣାରେ ନିଲମ୍ବିତ ହୋଇଛନ୍ତି ଫାଣ୍ଡି ଅଧିକାରୀ। ଦାୟିତ୍ୱରେ ଅବହେଳା ଅଭିଯୋଗରେ ସାର୍ଥା ଫାଣ୍ତି ଅଧିକାରୀ ଚନ୍ଦ୍ର ଶେଖର ମହାନ୍ତି ନିଲମ୍ବିତ ହୋଇଛନ୍ତି।
Crime
ଲୁଟିଲେ; ବ୍ୟାଙ୍କ ଲକରରେ ନିଆଁ ଲଗାଇ ଚମ୍ପଟ ମାରିଲେ
ପ୍ରବଳ ଧୂଆଁ ବାହାରୁଥିବାରୁ ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବାହିନୀ ପାଇଁ କଷ୍ଟକର ହୋଇ ହୋଇପଡ଼ିଛି।
Crime
ରିଟାର୍ଡ ଆଇଏଏସ୍ ବିନୋଦ କୁମାର ଓ ଅନ୍ୟ ୨ଜଣଙ୍କୁ ୩ବର୍ଷ ସଶ୍ରମ ଜେଲ୍
୧୯୮୯ ବ୍ୟାଚ୍ ଆଇଏଏସ୍ ବିନୋଦ କୁମାରଙ୍କୁ ରାଜ୍ୟ ସରକାର ୨୦୨୨ ମସିହାରେ ଚାକିରିରୁ ବହିଷ୍କୃତ କରିଥିଲେ। ଓଆରଏଚଡିସି ଦୁର୍ନୀତି ଓ ଅର୍ଥ ତୋଷାରପାତ ମାମଲାରେ ଏହି ସଂସ୍ଥାର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଦଶମ ଥର ପାଇଁ ଦୋଷୀସାବ୍ୟସ୍ତ ହୋଇଛନ୍ତି।
Crime
ଗତକାଲିଠୁ ନିଖୋଜ ଥିଲେ ନାବାଳକ; ବସ୍ତାରୁ ମିଳିଲା ମୃତଦେହ
ନାବାଳକଙ୍କୁ ହତ୍ୟା କରି ବସ୍ତାରେ ପୂରାଇ ପଡ଼ୋଶୀର ଘର ସମ୍ମୁଖରେ ଫିଙ୍ଗିଦେଲେ।