/odisha-reporter/media/post_attachments/uploads/2017/03/hqdefault.jpg)
murder
ନୟାଗଡ଼: ଗଣିଆ ଥାନା ହାତୀଆପାଲ୍ଲୀ ଗାଁର ଏକ ବନ୍ଦ ଘରୁ ଜଣେ ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି। କବାଟ ଭାଙ୍ଗି ପୋଲିସ ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ମହିଳାଙ୍କ ଶଶୁ ଘର ଲୋକେ ଫେରାର ହୋଇଯାଇଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
