Advertisment

କେନାଲ ନିକଟରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ଯୁବକଙ୍କୁ କେହି ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି।

author-image
Tapaswini Nayak
DeadBody

DeadBody

କେନାଲ ନିକଟରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗଞ୍ଜାମ ଜିଲ୍ଲା କେ ନୁଆଁଗାଁ ଥାନା ନାରାୟଣପୁର ନିକଟରେ   ଏହି ଘଟଣା ଘଟିଛି।  ମୃତ ଯୁବକଙ୍କ ପରିଚୟ ମିଳିନାହିଁ।

Advertisment

ଯୁବକଙ୍କ ମୃତଦେହ କେନାଲ ନିକଟରେ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇ‌ଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେ ପାଇଁ ପଠାଇଛି।

ଯୁବକଙ୍କୁ କେହି ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି। ପୁଲିସ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାର ତଦନ୍ତ କରୁଛି।

Advertisment
Ganjam Deadbody