କଟକ ଜିଲ୍ଲା ଟାଙ୍ଗୀ ସରକାରୀ ପ୍ରାଣୀ ଚିକିତ୍ସାଳୟ ଷ୍ଟାଫ୍ କ୍ୱାର୍ଟର୍ସରୁ ଜଣେ କର୍ମଚାରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ବ୍ୟକ୍ତି ଜଣକ ହେଉଛନ୍ତି ଅଡ଼ସପୁର ଥାନା ଉତ୍ତାରଣ ଗ୍ରାମର ଟିଟୁ ପାତ୍ର। ସେ ପ୍ରାଣୀ ଚିକିତ୍ସାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭାବେ ଆଜକୁ ୬ବର୍ଷ ଧରି କାମ କରିଆସୁଥିଲେ।
ଟିଟୁ ପ୍ରତିଦିନ ସକାଳୁ ଅଫିସ୍ ଖୋଲିଥାନ୍ତି। ହେଲେ ଗତକାଲି ବିଳମ୍ବିତ ସମୟ ପର୍ଯ୍ୟନ୍ତ ଅଫିସ ଖୋଲି ନଥିଲେ। ଏଥିପାଇଁ ସହକର୍ମୀ ଯାଇ ଟୁଟଙ୍କ କବାଟ ବାଡ଼େଇ ଥିଲେ। ହେଲେ ଟୁଟୁ କବାଟ ଖୋଲି ନଥିଲେ। ଏନେଇ ଟୁଟୁଙ୍କ ସହକର୍ମୀ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି କବାଟ ତାଡ଼ି ଟୁଟୁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଥିଲେ।
Also Read
ଟୁଟୁଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ିନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।
Crime
ହାଇକୋର୍ଟଙ୍କ ନିର୍ଦ୍ଦେଶ ନମାନି ହରଡ଼ଘଣାରେ ଜିଲ୍ଲା ଶିକ୍ଷା ଅଧିକାରୀ
ବାରିପଦା ଟାଉନ ଥାନା ପୁଲିସ ମଧ୍ୟ କହିଛି ଯେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଠିକ୍ ସମୟରେ ନେଇ ହାଇକୋର୍ଟରେ ହାଜର କରାଯିବ।
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।