ପ୍ରଭୁ ଲିଙ୍ଗରାଜ ମନ୍ଦିର ଭିତରେ ସିଗାରେଟ୍ ଟାଣିଲେ ଯୁବକ। ଏଭଳି ଏକ ଫଟୋ ଏବେ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି। ଦେବୀ ୧୦୫ ନାମକ ଏକ ଇନଷ୍ଟା ଆଇଡିରେ ଏହି ଷ୍ଟାଟସ୍ ଦିଆଯାଇଥିଲା। ଉକ୍ତ ଯୁବକ ଜଣଙ୍କ ହେଲେ ଦେବୀ ପ୍ରସାଦ ଦାସ।
ଫଟୋରେ ଦେବୀ ଲିଙ୍ଗରାଜଙ୍କ ମନ୍ଦିର ରୋଷଘର ପାଖରେ ଛିଡ଼ା ହୋଇ ସିଗାରେଟ ଟାଣୁଛନ୍ତି। ଅନ୍ୟ ଜଣେ କେହି ତାଙ୍କ ଫଟୋ ଉତ୍ତୋଳନ କରିଥିବା ଫଟୋରୁ ଜଣାପଡ଼ୁଛି।
Also Read
ସୋଶାଲ ମିଡିଆରେ ଏହି ଫଟୋ ଅପଲୋଡ୍ ହେବା ପରେ ଅନେକ ୟୁଜର ପ୍ରତିକ୍ରିୟା ରଖିଥିଲେ। ଏହାକୁ ନେଇ ବିଭିନ୍ନ ମହଲରେ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି। ଏନେଇ ଥାନାରେ ଅଭିଯୋଗ ହୋଇଛି କି ନାହିଁ ଜଣାପଡ଼ି ନାହିଁ। ତେବେ ଫଟୋଟି କେବେକାର ତାହା ଜଣାପଡ଼ିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଖଳାରୁ ଧାନ ଚୋରି କରୁଥିଲେ; ମାଡ଼ି ବସିଲେ ଗ୍ରାମବାସୀ
କିଛି ଦିନ ହେବ ସ୍ଥାନୀୟ ଅଞ୍ଚଳରେ ଚୋରମାନେ ଉତ୍ପାତ ଚଳାଇଥିବା ବେଳେ ମିନିଟ୍ରକରେ ବୋହି ଧାନ ନେଇଯାଉଥିବା ଅଭିଯୋଗ ଆସିଥିଲା।
Crime
ଖଣି ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ; ୭ଟି ସ୍ଥାନରେ ଚଢ଼ଉ
ପଦ୍ମନାଭ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Crime
ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ; ମାଡ଼ି ବସିଲା ଭିଜିଲାନ୍ସ
ଗତକାଲି ସନ୍ଧ୍ୟାରେ ହୃଷିକେଷ ନଳିନୀଙ୍କୁ ଲାଞ୍ଚ ଟଙ୍କା ଦେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ି ବସିଥିଲା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।