ମାଲକାନଗିରି: ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ରାଜଲକୋଣ୍ଡା ଜଙ୍ଗଲରୁ ବିଏସଏଫ ଯବାନମାନେ ୧୦୦୦ଟି ଜିଲୋଟିନ୍ ଷ୍ଟବ୍ ଜବତ କରିଛନ୍ତି। ଏହାର ଓଜନ ପ୍ରାୟ ଏକ କୁଇଣ୍ଟାଲ ହେବ। ଏତେ ପରିମାଣର ବିସ୍ଫୋରଣ ପାଇବା ପରେ ମାଓବାଦୀଙ୍କ ଏକ ବଡ ଯୋଜନା ପଣ୍ଡ ହୋଇଥିବା କଥା କୁହାଯାଉଛି। ପୂର୍ବରୁ ମଧ୍ୟ ଏହି ଅଞ୍ଚଳରେ ପୋଲିସ ବହୁ ପରିମାଣର ବିସ୍ଫୋରକ ଜବତ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନକ୍ସଲ ନା ଗାଁ ମୁଖିଆ? ମାଲକାନଗିରି ଏନକାଉଣ୍ଟରରେ ଟଳିଥିବା ବ୍ୟକ୍ତିଙ୍କୁ ନେଇ ସସ୍ପେନ୍ସ
ଏନକାଉଣ୍ଟର ପରେ ପୁଲିସ ଯାହାକୁ ହାଡକୋର ନକ୍ସଲ ବୋଲି ଦର୍ଶାଇଥିଲା ତାଙ୍କୁ ଗାଁ ମୁଖିଆ ବୋଲି କହିଛନ୍ତି ସ୍ଥାନୀୟ ଲୋକ । ଫଳରେ ଏହି ମାମଲାରେ ଆସିଛି ନୂଆ ଟ୍ୱିଷ୍ଟ।
Crime
ଘରୋଇ କଳିର କରୁଣ ପରିଣତି; ବିଷ ପିଇଦେଲେ ୨ ଭଉଣୀ
ନଳିନୀଙ୍କ ମୃତ୍ୟୁ ପରେ ତାଙ୍କର ୨ବର୍ଷର ଶିଶୁଟି ନିଜ ମା’କୁ ଖୋଜି ହେଉଛି।
Crime
ଓଡ଼ିଶା-ଛତିଶଗଡ଼ ସୀମାରେ ନକ୍ସଲ କ୍ୟାମ୍ପ୍ ଠାବ; ବିପୁଳ ନକ୍ସଲ ସାମଗ୍ରୀ ଜବତ
ନକ୍ସଲ କ୍ୟାମ୍ପରୁ ବନ୍ଧୁକ ସମେତ ଅନ୍ୟ ନକ୍ସଲ ସାମଗ୍ରୀ ଜବତ ହୋଇଛି।
Crime
ଆୟଠାରୁ ୨୮୦% ଅଧିକ ସମ୍ପତ୍ତି ଠୁଳ କରି ବନ୍ଧା ହେଲେ ଖାଦ୍ୟ ଯୋଗାଣ ଅଧିକାରୀ
ସିଏସ୍ଓ ସୁରେଶ କୁମାର ପାଣିଗ୍ରାହୀଙ୍କ ସମସ୍ତ ସମ୍ପତ୍ତି ଠାବ କରି ତା’ର ହିସାବ କଲାପରେ ତାଙ୍କ ଆୟ ଓ ବ୍ୟୟର ହିସାବ କରାଯାଇଥିଲା ଏବଂ ସେ ତାଙ୍କ ଆୟଠାରୁ ୨୮୦% ସଂପତ୍ତି ଠୁଳ କରିଥିବା ଜଣାପଡ଼ିଛି।