Advertisment

ଶ୍ରୀମନ୍ଦିର ଆସିଲେ କେଉଁ ପୋଷାକ ପିନ୍ଧିବେ ?

ଶ୍ରୀମନ୍ଦିରକୁ ଯାଉଥିବା ଭକ୍ତଙ୍କ ପୋଷାକରେ ଆସିବ ଶାଳୀନତା । ନଚେତ ଭକ୍ତଙ୍କୁ ଶ୍ରୀମନ୍ଦିର ପ୍ରବେଶ ମନା । ଶାଳୀନତା ଭାବେ ପୋଷାକ ପିନ୍ଧି ଶ୍ରୀମନ୍ଦିର ଭିତରକୁ ଯିବେ ଭକ୍ତ ।

Advertisment

ଶ୍ରୀମନ୍ଦିରକୁ ଯାଉଥିବା ଭକ୍ତଙ୍କ ପୋଷାକରେ ଆସିବ ଶାଳୀନତା । ନଚେତ ଭକ୍ତଙ୍କୁ ଶ୍ରୀମନ୍ଦିର ପ୍ରବେଶ ମନା । ଶାଳୀନତା ଭାବେ ପୋଷାକ ପିନ୍ଧି ଶ୍ରୀମନ୍ଦିର ଭିତରକୁ ଯିବେ ଭକ୍ତ । ଏଭଳି ଚେତାବନୀ ଦେଲା ଶ୍ରୀମନ୍ଦିର ପ୍ରଶାସନ। ନୂଆବର୍ଷରୁ ଏହି ନିୟମ କଡାକଡି ଭାବେ ଲାଗୁ କରାଯିବ। ଶ୍ରୀମନ୍ଦିର ପ୍ରଶାସନ ଏନେଇ ସୂଚନା ଦେଇଛି। ୧୨ ବର୍ଷରୁ କମ୍‌ ପିଲା ହାପ୍‌ ପ୍ୟାଣ୍ଟ ପିନ୍ଧି ପାରିବେ। ଯେଉଁମାନେ ଶାଳୀନତା ପୂର୍ଣ୍ଣ ଡ୍ରେସ୍‌ ପିନ୍ଧିନଥିବେ, ସେମାନଙ୍କୁ ମନ୍ଦିର ଭିତରକୁ ପ୍ରବେଶ କରିବାକୁ ଅନୁମତି ଦିଆଯିବ ନାହିଁ।

Advertisment
Puri Srimandir Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe