ଶ୍ରୀକ୍ଷେତ୍ରର ଶୈବପୀଠ ଓଁକାରେଶ୍ୱରର ଏହି ମନୋମୁଗ୍ଧକର, ଆଧ୍ୟାତ୍ମିକ ଦୃଶ୍ୟ ପ୍ରତିଟି ଶିବ ଭକ୍ତଙ୍କ ମନକୁ ଆନ୍ଦୋଳିତ କରିଥିଲା। ଗତ ଶୁକ୍ରବାର ଓଁକାରେଶ୍ୱର ମହାଦେବଙ୍କ ମନ୍ଦିର ଭିତରେ ପ୍ରତିଷ୍ଠା ହୋଇଥିଲା ୧୦୮ ଶିବଲିଙ୍ଗ। ତହିଁରୁ ଗୋଟିଏ ଶିବଲିଙ୍ଗରେ ଗୁଡ଼ାଇ ହୋଇଥିଲା ବିରାଟ ଏକ ନାଗ ସାପ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Culture & Literature
‘ନାଚେମଲେଇ’ ଓ ‘ସୂର୍ଯ୍ୟଲାବଣ୍ୟ’ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ
କଲିକତାର ପ୍ରତିଷ୍ଠିତ ଓଡ଼ିଶୀ ନୃତ୍ୟାଙ୍ଗନା ଗୁରୁମା ଆଲୋକା କାନୁନଗୋଙ୍କ ଶିଂଜନ ନୃତ୍ୟାଳୟର ଶିଳ୍ପୀମାନେ ଓଡ଼ିଶୀ ନୃତ୍ୟ ଶୈଳୀରେ ବନ୍ଦେ ମାତରମ୍, ତାରା ପଲ୍ଲବୀ ଓ ସୂର୍ଯ୍ୟଲାବଣ୍ୟ ପରିବେଷଣ କରିଥିଲେ।
Culture & Literature
‘ସିନେମାର ଟାଇଟଲକୁ ନେଇ ମୋର ଇସ୍ୟୁ ଥିଲା, ଆଉ ସେହି ଇସ୍ୟୁ ରହିବ’
ମୁଁ ଜଣେ ଅଭିନେତା। ଅଭିନେତା ହିସାବରେ ସାହିତ୍ୟରେ ଯେତିକି ଜ୍ଞାନ ରହିବା କଥା, ତା’ଠାରୁ ବି କମ୍ ଜ୍ଞାନ ମୋର ଅଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।
Events & Festivals
ଛଳନା କଲା ଇସ୍କନ!
ନଭେମ୍ବର ୯ ତାରିଖରେ ଆୟୋଜିତ ରଥଯାତ୍ରା ବା ଫେଷ୍ଟିଭାଲ ଅଫ୍ ବ୍ଲିସରେ ନନ୍ଦିଘୋଷ ଭଳି ଅବିକଳ ରଥ କରି ବୁଲାଇଲା ଇସ୍କନ।
Culture & Literature
ପିପିଲି ଚାନ୍ଦୁଆ ଶିଳ୍ପର ସଂରକ୍ଷଣ ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ
ସମସ୍ତ ସାତଟି ଆଞ୍ଚଳିକ ସାଂସ୍କୃତିକ କେନ୍ଦ୍ର (ZCC) ଚାନ୍ଦୁଆ ଶିଳ୍ପର ସଂରକ୍ଷଣରେ ସକ୍ରିୟ ଭୂମିକା ନେବେ।