ବ୍ୟାସକବି ଫକୀର ମୋହନ ସେନାପତିଙ୍କର ଯାହା ବି ଲେଖା ଅଛି, ତା’ ଉପରେ ପ୍ରଶ୍ନ କରିବାର ମୋର କୌଣସି ଉଦ୍ଦେଶ୍ୟ ନାହିଁ। ନା ମୁଁ ଫକୀର ମୋହନ ସେନାପତିଙ୍କୁ ସେତିକି ପଢ଼ିଛି ନା ଓଡ଼ିଆ ସାହିତ୍ୟ ବିଷୟରେ ମୋର ସେତିକି ଜ୍ଞାନ ଅଛି। ମୁଁ ଜଣେ ଅଭିନେତା। ଅଭିନେତା ହିସାବରେ ସାହିତ୍ୟରେ ଯେତିକି ଜ୍ଞାନ ରହିବା କଥା, ତା’ଠାରୁ ବି କମ୍ ଜ୍ଞାନ ମୋର ଅଛି। ମୋର କିଛି ମନ୍ତବ୍ୟ ଦେଖି କିଛି ଲୋକ ମୋତେ ସାହିତ୍ୟ ଭିତରକୁ ଟାଣି ଆଣିଲେ। ସେଥିପାଇଁ ମୋ କଥା ଯଦି ଓଡ଼ିଶାବାସୀଙ୍କୁ କଷ୍ଟ ଦେଇଛି, ତା’ହେଲେ ମୁଁ ହାତଯୋଡ଼ି ସମସ୍ତଙ୍କୁ କ୍ଷମା ପ୍ରାର୍ଥନା କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Culture & Literature
‘ଇନ୍ଦୁପୁର ହାଇସ୍କୁଲରେ ପଢ଼ିବା ବେଳେ ମୋ’ ଜୀବନ ଗଢ଼ି ଉଠିଥିଲା’
୧୯୩୯ ମସିହା ଫେବ୍ରୁଆରୀ ୨୭ ତାରିଖରେ ଅବିଭକ୍ତ କଟକ ଜିଲ୍ଲା ତଥା ବର୍ତ୍ତମାନର କେନ୍ଦ୍ରାପଡ଼ା ଜିଲ୍ଲାର ଚାରିଗାଁଠାରେ ଜନ୍ମ ଗ୍ରହଣ କରିଥିଲେ ପ୍ରଫେସର ବୈଷ୍ଣବ ଚରଣ ସାମଲ। ସେ କହିଛନ୍ତି, ଇନ୍ଦୁପୁର ହାଇସ୍କୁଲରେ ପାଠ ପଢ଼ିବା ବେଳେ ମୋ’ ଜୀବନ ଗଢ଼ି ଉଠିଥିଲା।
Culture & Literature
ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ଚଳିତ ବର୍ଷ ବିଶିଷ୍ଟ ସାହିତ୍ୟିକ ବୈଷ୍ଣବ ଚରଣ ସାମଲଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିବ ବୋଲି ଘୋଷଣା ହୋଇଛି। 'ଭୂତି ଭକ୍ତି ବିଭୂତି' ପ୍ରବନ୍ଧ ପୁସ୍ତକ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ।
Culture & Literature
ପ୍ରୟାଗରାଜ ମହାକୁମ୍ଭକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
୨୦୨୫ ଜାନୁଆରୀ ୧୩ ତାରିଖରୁ ଫେବ୍ରୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ପ୍ରୟାଗରାଜରେ ଅନୁଷ୍ଠିତ ହେବ ମହାକୁମ୍ଭ।
Culture & Literature
‘ନାଚେମଲେଇ’ ଓ ‘ସୂର୍ଯ୍ୟଲାବଣ୍ୟ’ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ
କଲିକତାର ପ୍ରତିଷ୍ଠିତ ଓଡ଼ିଶୀ ନୃତ୍ୟାଙ୍ଗନା ଗୁରୁମା ଆଲୋକା କାନୁନଗୋଙ୍କ ଶିଂଜନ ନୃତ୍ୟାଳୟର ଶିଳ୍ପୀମାନେ ଓଡ଼ିଶୀ ନୃତ୍ୟ ଶୈଳୀରେ ବନ୍ଦେ ମାତରମ୍, ତାରା ପଲ୍ଲବୀ ଓ ସୂର୍ଯ୍ୟଲାବଣ୍ୟ ପରିବେଷଣ କରିଥିଲେ।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।