ଶ୍ରୀମନ୍ଦିର ପରିସରରେ ପାନ ଗୁଟଖା ନିଷେଧ

ଜାନୁୟାରୀ ପହିଲାରୁ ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖାକୁ କରାଯିବ ସମ୍ପୂର୍ଣ୍ଣ ନିଷେଧ । ଏଥିନିମନ୍ତେ ଆଜିଠୁ ସମସ୍ତଙ୍କୁ ସଚେତନ କରାଯିବ ।

Manoj Swain
  • Published: Tuesday, 14 November 2023
  • Updated: 14 November 2023, 06:51 PM IST

Sports

Latest News

ଜାନୁୟାରୀ ପହିଲାରୁ ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖାକୁ କରାଯିବ ସମ୍ପୂର୍ଣ୍ଣ ନିଷେଧ । ଏଥିନିମନ୍ତେ ଆଜିଠୁ ସମସ୍ତଙ୍କୁ ସଚେତନ କରାଯିବ । ଏନେଇ ଛତିଶା ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚିଠି କରାଯାଇଛି। ଏନେଇ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos