ଶ୍ରୀମନ୍ଦିର ପରିସରରେ ପାନ ଗୁଟଖା ନିଷେଧ

  • Published: Tuesday, 14 November 2023
  • , Updated: 14 November 2023, 06:51 PM IST

ଜାନୁୟାରୀ ପହିଲାରୁ ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖାକୁ କରାଯିବ ସମ୍ପୂର୍ଣ୍ଣ ନିଷେଧ । ଏଥିନିମନ୍ତେ ଆଜିଠୁ ସମସ୍ତଙ୍କୁ ସଚେତନ କରାଯିବ । ଏନେଇ ଛତିଶା ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚିଠି କରାଯାଇଛି। ଏନେଇ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।

Related story