ସୁନା, ରୁପା ପ୍ରିଣ୍ଟ ବସ୍ତ୍ର ପରିଧାନ କରିବେ ବାଲକ ରାମ। ଆସନ୍ତାକାଲିଠାରୁ ଚୈତ୍ର ନବରାତ୍ରୀ ଆରମ୍ଭ ହେଉଥିବା ବେଳେ କାଲିଠାରୁ ରାମ ନବମୀ ପର୍ଯ୍ୟନ୍ତ ସ୍ୱତନ୍ତ୍ର ବସ୍ତ୍ର ପରିଧାନ କରିବେ ବାଲକ ରାମ।
Also Read
ଅଯୋଧ୍ୟାରେ କାଲିଠାରୁ ରାମ ନବମୀ ପର୍ଯ୍ୟନ୍ତ ବାଲକ ରାମ ସ୍ୱତନ୍ତ୍ର ବସ୍ତ୍ର ପିନ୍ଧିବେ। ଖଦି ବସ୍ତ୍ରରେ ରାମାଲଲାଙ୍କୁ ଯେଉଁ ବସ୍ତ୍ର ପିନ୍ଧାଯିବ ସେଥିରେ ସୁନା ଓ ରୁପା ଖଡ଼ି ପ୍ରିଣ୍ଟ କରାଯାଉଛି। ୯ ଦିନ ଧରି ବିଭିନ୍ନ ରଙ୍ଗର ବସ୍ତ୍ର ପରିଧାନ କରିବେ ବାଲକ ରାମ। ରାମ ନବମୀ ଲାଗି ଅଯୋଧ୍ୟାରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ବାଲକ ରାମଙ୍କ ପ୍ରାଣ ପ୍ରତିଷ୍ଠା ପରେ ପ୍ରଥମ ଥର ଲାଗି ରାମନବମୀ ପାଳନ ଲାଗି ଅଯୋଧ୍ୟାରେ ଭବ୍ୟ ପ୍ରସ୍ତୁତି କରାଯାଉଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଗୌରବିହାର ଆଶ୍ରମରେ ରାଧାକୃଷ୍ଣଙ୍କ ପାଖରେ ଲାଗି ହେଲା ୮୫୧ ପ୍ରକାରର ବ୍ୟଞ୍ଜନ
ପୁରୀ ବେଳାଭୂମି ଠାରୁ ମାତ୍ର ୨ କିଲୋମିଟର ଦୂରରେ ଅବସ୍ଥିତ ଗୌଡ଼ୀୟ ସମ୍ପ୍ରଦାୟର ଆଶ୍ରମ ଗୌରବିହାର ଆଶ୍ରମ ବା ମାତା ମଠରେ ପ୍ରତି ବର୍ଷ ବ୍ୟଞ୍ଜନ ଦ୍ୱାଦଶୀ ପାଳିତ ହୋଇଆସୁଛି।
Religion
୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ
୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସୂଚନା।
Religion
କାଲିଠାରୁ ୪ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଶ୍ରଦ୍ଧାଳୁ
ସେବକ ତଥା ତାଙ୍କ ପରିବାର ବର୍ଗ ସମସ୍ତ ଦ୍ୱାର ଦେଇ ପ୍ରବେଶ ଓ ପ୍ରସ୍ଥାନ କରିପାରିବେ।
Religion
ଶ୍ରୀମନ୍ଦିରରେ ସଂଧ୍ୟା ବଦଳରେ ଅପରାହ୍ନରେ ହେବ ଧ୍ୱଜା ବନ୍ଧା
ଅପରାହ୍ନ ସାଢ଼େ ୩ଟାରୁ ୪ଟା ମଧ୍ୟରେ ବାନା ଶ୍ରୀମନ୍ଦିରରେ ଲାଗିବ।
Religion
'ମସଜିଦରେ ଜୟ ଶ୍ରୀରାମ ନାରା ଦେବା ଅପରାଧ ନୁହେଁ'
ମସଜିଦ ଭିତରେ ଜୟ ଶ୍ରୀରାମ ନାରା ଦେବାକୁ ନେଇ ଦୁଇ ଜଣଙ୍କୁ ଗିରଫ କରିଥିଲା କର୍ଣ୍ଣାଟକ ପୁଲିସ।