‘ବଙ୍ଗୀୟଙ୍କୁ ଭିତରକୁ ନେଉଛନ୍ତି ସେବାୟତ’ | Odisha Reporter
ଶ୍ରୀମନ୍ଦିର ପ୍ରବେଶ ବେଳେ ଅସମ୍ଭାଳ ଭିଡ଼ରେ ହଇରାଣ ହେଲେ ଶତାଧିକ ଶ୍ରଦ୍ଧାଳୁ। ଆଜି ସକାଳୁ ଶ୍ରୀମନ୍ଦିର ପଶ୍ଚିମ ଦ୍ୱାରରେ ଏଭଳି ଭିଡ଼ ପରିସ୍ଥିତି ଉପୁଜିଥିଲା। ପଶ୍ଚିମ ଦ୍ୱାର ଦେଇ କେବଳ ପୁରୀ ବାସିନ୍ଦାଙ୍କୁ ପ୍ରବେଶ ଅନୁମତି ରହିଛି। ହେଲେ ଆଜି କିଛି ସେବାୟତ ମାନେ କିଛି ଶ୍ରଦ୍ଧାଳୁଙ୍କୁ ଏହି ବାଟ ଦେଇ ପ୍ରବେଶ କରାଇଥିବା ଅଭିଯୋଗ ହୋଇଛି। ଏହାପରେ ଦେଖୁ ଦେଖୁ ଭିଡ଼ ଅଧିକ ବଢ଼ିଥିବା ଅଭିଯୋଗ ହୋଇଛି। ଖରା ବଢ଼ିଥିବା ବେଳେ ଏଭଳି ଭିଡ଼ ଅନେକ ସମସ୍ୟା ସୃଷ୍ଟି କରିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
