ଆଗାମୀ ବର୍ଷର ପଞ୍ଜିକା ନିର୍ଦ୍ଧାରଣ ପାଇ ଗୁରୁତ୍ୱପୂର୍ଣ୍ଣ ବୈଠକ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ନୀତି ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି।
Also Read
ବୈଠକରେ ମୁକ୍ତିମଣ୍ଡପ ପଣ୍ଡିତ, ଜ୍ୟୋତିର୍ବିଦ, ବରିଷ୍ଠ ସେବାୟତ, ତଢଉକରଣ, ପରିଚାଳନା କମିଟି ସଦସ୍ୟ ଯୋଗଦାନ କରିଛନ୍ତି। କେଉଁଭଳି ସଠିକ ଭାବେ ୨୦୨୪-୨୫ ପାଇଁ ପଞ୍ଜିକା ପ୍ରସ୍ତୁତ କରାଯିବ। ବିଭିନ୍ନ ଯାନିଯାତ୍ରା, ପର୍ବପର୍ବାଣୀ ନିର୍ଭୁଲ ଏବଂ ତ୍ରୁଟି ଶୂନ୍ୟ ହେବ ସେ ଉପେ ଗଣନାକାର ମାନଙ୍କ ସହ ଆଲୋଚନା କରାଯାଇଛି।
ଚଳିତ ବର୍ଷ ଅଧିବର୍ଷ ପଡୁଥିବାରୁ ସେହି ଅନୁସାରେ ପଣାସଂକ୍ରାନ୍ତିର ଦିନ ଧାର୍ଯ୍ୟହେବ। ପଣାସଂକ୍ରାନ୍ତିରୁ ପଞ୍ଜିକା ଆରମ୍ଭ ହୋଇଥାଏ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଗୌରବିହାର ଆଶ୍ରମରେ ରାଧାକୃଷ୍ଣଙ୍କ ପାଖରେ ଲାଗି ହେଲା ୮୫୧ ପ୍ରକାରର ବ୍ୟଞ୍ଜନ
ପୁରୀ ବେଳାଭୂମି ଠାରୁ ମାତ୍ର ୨ କିଲୋମିଟର ଦୂରରେ ଅବସ୍ଥିତ ଗୌଡ଼ୀୟ ସମ୍ପ୍ରଦାୟର ଆଶ୍ରମ ଗୌରବିହାର ଆଶ୍ରମ ବା ମାତା ମଠରେ ପ୍ରତି ବର୍ଷ ବ୍ୟଞ୍ଜନ ଦ୍ୱାଦଶୀ ପାଳିତ ହୋଇଆସୁଛି।
Religion
୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ
୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସୂଚନା।
Religion
କାଲିଠାରୁ ୪ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଶ୍ରଦ୍ଧାଳୁ
ସେବକ ତଥା ତାଙ୍କ ପରିବାର ବର୍ଗ ସମସ୍ତ ଦ୍ୱାର ଦେଇ ପ୍ରବେଶ ଓ ପ୍ରସ୍ଥାନ କରିପାରିବେ।
Religion
ଶ୍ରୀମନ୍ଦିରରେ ସଂଧ୍ୟା ବଦଳରେ ଅପରାହ୍ନରେ ହେବ ଧ୍ୱଜା ବନ୍ଧା
ଅପରାହ୍ନ ସାଢ଼େ ୩ଟାରୁ ୪ଟା ମଧ୍ୟରେ ବାନା ଶ୍ରୀମନ୍ଦିରରେ ଲାଗିବ।
Religion
'ମସଜିଦରେ ଜୟ ଶ୍ରୀରାମ ନାରା ଦେବା ଅପରାଧ ନୁହେଁ'
ମସଜିଦ ଭିତରେ ଜୟ ଶ୍ରୀରାମ ନାରା ଦେବାକୁ ନେଇ ଦୁଇ ଜଣଙ୍କୁ ଗିରଫ କରିଥିଲା କର୍ଣ୍ଣାଟକ ପୁଲିସ।