ଅର୍ପଣ ରଥରୁ ମିଳିଛି ୩ କୋଟିରୁ ଅଧିକ ଦକ୍ଷିଣା। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପୂର୍ବରୁ ରାଜ୍ୟସାରା ବୁଲିଥିବା ଅର୍ପଣ ରଥରେ ଭକ୍ତ ହାତ ଖୋଲି ଦକ୍ଷିଣା ଦେଇଛନ୍ତି। ଅର୍ପଣ ରଥରୁ ୩ କୋଟି ୬ ଲକ୍ଷ ୬୨ ହଜାର ୮୧୩ ଟଙ୍କା ଦକ୍ଷିଣା ଆକାରରେ ମିଳିଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଜାନୁଆରୀ ୨୨ରୁ ଫେବ୍ରୁଆରୀ ୭ ଯାଏଁ ବୁଲିଥିବା ଅର୍ପଣ ରଥରୁ ଏହି ଅର୍ଥ ସଂଗ୍ରହ ହୋଇଛି।
Also Read
ଅନ୍ୟପକ୍ଷରେ ଅର୍ପଣ ରଥରୁ ଉଷୁନା ଚାଉଳ ମିଳିବା ଘଟଣାରେ ରାସ୍ତାକୁ ଓହ୍ଲାଇଛି ବିଜେପି। ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକରେ ବିଜେପି ଯୁବ ମୋର୍ଚ୍ଚା ବିକ୍ଷୋଭ କରୁଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଗୌରବିହାର ଆଶ୍ରମରେ ରାଧାକୃଷ୍ଣଙ୍କ ପାଖରେ ଲାଗି ହେଲା ୮୫୧ ପ୍ରକାରର ବ୍ୟଞ୍ଜନ
ପୁରୀ ବେଳାଭୂମି ଠାରୁ ମାତ୍ର ୨ କିଲୋମିଟର ଦୂରରେ ଅବସ୍ଥିତ ଗୌଡ଼ୀୟ ସମ୍ପ୍ରଦାୟର ଆଶ୍ରମ ଗୌରବିହାର ଆଶ୍ରମ ବା ମାତା ମଠରେ ପ୍ରତି ବର୍ଷ ବ୍ୟଞ୍ଜନ ଦ୍ୱାଦଶୀ ପାଳିତ ହୋଇଆସୁଛି।
Religion
୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ
୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସୂଚନା।
Religion
କାଲିଠାରୁ ୪ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଶ୍ରଦ୍ଧାଳୁ
ସେବକ ତଥା ତାଙ୍କ ପରିବାର ବର୍ଗ ସମସ୍ତ ଦ୍ୱାର ଦେଇ ପ୍ରବେଶ ଓ ପ୍ରସ୍ଥାନ କରିପାରିବେ।
Religion
ଶ୍ରୀମନ୍ଦିରରେ ସଂଧ୍ୟା ବଦଳରେ ଅପରାହ୍ନରେ ହେବ ଧ୍ୱଜା ବନ୍ଧା
ଅପରାହ୍ନ ସାଢ଼େ ୩ଟାରୁ ୪ଟା ମଧ୍ୟରେ ବାନା ଶ୍ରୀମନ୍ଦିରରେ ଲାଗିବ।
Religion
'ମସଜିଦରେ ଜୟ ଶ୍ରୀରାମ ନାରା ଦେବା ଅପରାଧ ନୁହେଁ'
ମସଜିଦ ଭିତରେ ଜୟ ଶ୍ରୀରାମ ନାରା ଦେବାକୁ ନେଇ ଦୁଇ ଜଣଙ୍କୁ ଗିରଫ କରିଥିଲା କର୍ଣ୍ଣାଟକ ପୁଲିସ।