Advertisment

ଗୁରୁବାର ଖୋଲିବ ରତ୍ନଭଣ୍ଡାର

ଆସନ୍ତା ୧୮ ତାରିଖ ଗୁରୁବାର ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ଖୋଲାଯିବ ରତ୍ନଭଣ୍ଡାର ।

author-image
Manoj Swain

ଆସନ୍ତା ୧୮ ତାରିଖ ଗୁରୁବାର ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ଖୋଲାଯିବ ରତ୍ନଭଣ୍ଡାର । ଏନେଇ ସୂଚନା ଦେଲେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ।

Advertisment
Odisha Ratna Bhandar