ଇତିହାସ କରିବା ପାଇଁ ମିଟାଉଛନ୍ତି ଇତିହାସ! | Odisha Reporter
Advertisment
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ତଥା ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକଙ୍କ ଚିଠି ଲେଖିଛନ୍ତି। ଶ୍ରୀକ୍ଷେତ୍ରରେ ମଠ ମନ୍ଦିରର ଐତିହ୍ୟ କୀର୍ତ୍ତିରାଜିକୁ ନଭାଙ୍ଗିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି ସୁଦର୍ଶନ। ସେ କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଆଗାମୀ ପିଢ଼ି ପାଇଁ ଇତିହାସ ହୋଇ ରହିବ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us