Advertisment

ଲୋକାର୍ପଣ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ପାଖେଇ ଆସୁଛି ଲୋକାର୍ପଣ ତାରିଖ। ବଢୁଛି ଉତ୍କଣ୍ଠା। ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ହେବ। ବିଶ୍ୱ ଦେଖିବ ମହାପ୍ରଭୁ ଜଗନ୍ନାଥଙ୍କ ମନ୍ଦିର ଚତୁଃପାର୍ଶ୍ୱର ଆଖି ଝଲସା ସୌନ୍ଦର୍ଯ୍ୟ।

Advertisment

ପାଖେଇ ଆସୁଛି ଲୋକାର୍ପଣ ତାରିଖ। ବଢୁଛି ଉତ୍କଣ୍ଠା। ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ହେବ। ବିଶ୍ୱ ଦେଖିବ ମହାପ୍ରଭୁ ଜଗନ୍ନାଥଙ୍କ ମନ୍ଦିର ଚତୁଃପାର୍ଶ୍ୱର ଆଖି ଝଲସା ସୌନ୍ଦର୍ଯ୍ୟ। ଭବ୍ୟ ଉତ୍ସବ ପାଇଁ ଶ୍ରୀମନ୍ଦିର ପ୍ରଶାସନ ଜୋରସରରେ ଲାଗି ପଡ଼ିଛି। ଲୋକାର୍ପଣ ଉତ୍ସବରେ ଅତିଥି ହେବେ ବହୁ ମାନ୍ୟଗଣ୍ୟ। ସୂଚନା ଅନୁସାରେ, ରାଜ୍ୟ ଓ ରାଜ୍ୟ ବାହାରୁ ୭୪୬ଟି ଜଗନ୍ନାଥ ମନ୍ଦିର ଓ ୧୧୧ଟି ଅନ୍ୟ ପ୍ରମୁଖ ଧାର୍ମିକ ସ୍ଥଳୀଙ୍କୁ ମିଶାଇ ମୋଟ ୮୫୭ ଦେବସ୍ଥାନକୁ ନିମନ୍ତ୍ରଣ ପତ୍ର ପଠାଯିବ। 

Advertisment
Odisha Puri Shreemandir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe