ପୁରୀ ଜିଲ୍ଲା ନିମାପଡା ବ୍ଲକ ଚାରିଛକ ନିକଟସ୍ଥ ନୂଆଗାଁ ଠାରେ ସବୁଦିନ ନିଆରା ଦୃଶ୍ୟ। ଏଠି ରାତି ପାହିଲେ ଯୁବତୀ ଓ ମହିଳା ସମସ୍ତେ ବେଦପାଠ କରନ୍ତି।
Also Read
ଏହି ଗାଁରେ ରହିଛି ଏକ ଆଶ୍ରମ। ଯେଉଁଠି ଦୀର୍ଘ ବର୍ଷ ହେଲା ମହିଳାମାନେ କରୁଛନ୍ତି ନିଆରା ପ୍ରଚେଷ୍ଟା। ବିଭିନ୍ନ ପ୍ରକାର ଆଧ୍ୟାତ୍ମିକ ଗ୍ରନ୍ଥ ଅଧ୍ୟୟନ କରିବା ସହିତ ଭଗବତ ଚର୍ଚ୍ଚା ମଧ୍ୟ କରୁଛନ୍ତି।
ଏବେ ସେମାନେ ଶ୍ରୀମଦ ଭଗବତ ଗୀତାର ଅଠର ଅଧ୍ୟାୟ ଠାରୁ ଆରମ୍ଭ କରି ହଜାର ହଜାର ଶ୍ଳୋକ ଓ ମନ୍ତ୍ରକୁ କଣ୍ଠସ୍ଥ କରି ସବୁଦିନ ପଠନ କରୁଛନ୍ତି। ତାସହ ସନାତନ ଧର୍ମର ସୁରକ୍ଷା ପାଇଁ ବିଭିନ୍ନ ଅଞ୍ଚଳ ବୁଲି ବୁଲି ଗୀତା ଯଜ୍ଞ ଠାରୁ ଆରମ୍ଭ କରି ଭାଗବତ ପାରାୟଣ ଆୟୋଜନ ବି କରୁଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Culture & Literature
‘ଇନ୍ଦୁପୁର ହାଇସ୍କୁଲରେ ପଢ଼ିବା ବେଳେ ମୋ’ ଜୀବନ ଗଢ଼ି ଉଠିଥିଲା’
୧୯୩୯ ମସିହା ଫେବ୍ରୁଆରୀ ୨୭ ତାରିଖରେ ଅବିଭକ୍ତ କଟକ ଜିଲ୍ଲା ତଥା ବର୍ତ୍ତମାନର କେନ୍ଦ୍ରାପଡ଼ା ଜିଲ୍ଲାର ଚାରିଗାଁଠାରେ ଜନ୍ମ ଗ୍ରହଣ କରିଥିଲେ ପ୍ରଫେସର ବୈଷ୍ଣବ ଚରଣ ସାମଲ। ସେ କହିଛନ୍ତି, ଇନ୍ଦୁପୁର ହାଇସ୍କୁଲରେ ପାଠ ପଢ଼ିବା ବେଳେ ମୋ’ ଜୀବନ ଗଢ଼ି ଉଠିଥିଲା।
Culture & Literature
ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ଚଳିତ ବର୍ଷ ବିଶିଷ୍ଟ ସାହିତ୍ୟିକ ବୈଷ୍ଣବ ଚରଣ ସାମଲଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିବ ବୋଲି ଘୋଷଣା ହୋଇଛି। 'ଭୂତି ଭକ୍ତି ବିଭୂତି' ପ୍ରବନ୍ଧ ପୁସ୍ତକ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ।
Culture & Literature
ପ୍ରୟାଗରାଜ ମହାକୁମ୍ଭକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
୨୦୨୫ ଜାନୁଆରୀ ୧୩ ତାରିଖରୁ ଫେବ୍ରୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ପ୍ରୟାଗରାଜରେ ଅନୁଷ୍ଠିତ ହେବ ମହାକୁମ୍ଭ।
Culture & Literature
‘ନାଚେମଲେଇ’ ଓ ‘ସୂର୍ଯ୍ୟଲାବଣ୍ୟ’ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ
କଲିକତାର ପ୍ରତିଷ୍ଠିତ ଓଡ଼ିଶୀ ନୃତ୍ୟାଙ୍ଗନା ଗୁରୁମା ଆଲୋକା କାନୁନଗୋଙ୍କ ଶିଂଜନ ନୃତ୍ୟାଳୟର ଶିଳ୍ପୀମାନେ ଓଡ଼ିଶୀ ନୃତ୍ୟ ଶୈଳୀରେ ବନ୍ଦେ ମାତରମ୍, ତାରା ପଲ୍ଲବୀ ଓ ସୂର୍ଯ୍ୟଲାବଣ୍ୟ ପରିବେଷଣ କରିଥିଲେ।
Culture & Literature
‘ସିନେମାର ଟାଇଟଲକୁ ନେଇ ମୋର ଇସ୍ୟୁ ଥିଲା, ଆଉ ସେହି ଇସ୍ୟୁ ରହିବ’
ମୁଁ ଜଣେ ଅଭିନେତା। ଅଭିନେତା ହିସାବରେ ସାହିତ୍ୟରେ ଯେତିକି ଜ୍ଞାନ ରହିବା କଥା, ତା’ଠାରୁ ବି କମ୍ ଜ୍ଞାନ ମୋର ଅଛି।