ଭାଲୁ ଆକ୍ରମଣରେ ଚାଷୀ ଗୁରୁତର

କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ଅନ୍ତର୍ଗତ ଅସନବାହାଳି ଗାଁରେ ଆଜି ସକାଳେ ଭାଲୁ ଆକ୍ରମଣରେ ଜଣେ ଚାଷୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ପରେଶ ପୂର୍ତ୍ତି। ତାଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ସେ ବିଲକୁ କାମ କରିବାକୁ ଯାଉଥିବା ବେଳେ ୩ଟି ଭାଲୁ ହାବୁଡ଼ରେ ପଡ଼ିଯାଇଥିଲେ। ଭାଲୁମାନେ ମିଳିତ ଭାବେ ତାଙ୍କୁ ଆକ୍ରମଣ କରିଥିଲେ।

farmer

Rakesh Mallick
  • Published: Wednesday, 02 November 2016
  • , Updated: 02 November 2016, 03:01 PM IST

କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ଅନ୍ତର୍ଗତ ଅସନବାହାଳି ଗାଁରେ ଆଜି ସକାଳେ ଭାଲୁ ଆକ୍ରମଣରେ ଜଣେ ଚାଷୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ପରେଶ ପୂର୍ତ୍ତି। ତାଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି।

ସେ ବିଲକୁ କାମ କରିବାକୁ ଯାଉଥିବା ବେଳେ ୩ଟି ଭାଲୁ ହାବୁଡ଼ରେ ପଡ଼ିଯାଇଥିଲେ। ଭାଲୁମାନେ ମିଳିତ ଭାବେ ତାଙ୍କୁ ଆକ୍ରମଣ କରିଥିଲେ।

Related story