ଐତିହାସିକ ବାଲିଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ

କଟକ: ଐତିହାସିକ ବାଲିଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏଥର ବାଲିଯାତ୍ରାର କଳେବର ବୃଦ୍ଧି କରାଯାଇଛି। ପାଖାପାଖି ୫୦ ଏକର ଜାଗାରେ ୧୫୦୦ ଷ୍ଟଲ କରାଯିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ପରିମଳ ବ୍ୟବସ୍ଥା ଉପରେ ବିଶେଷ ଗୁରୁତ୍ୱ ଦିଆଯିବା ସହ ମୋବାଇଲ ଟଏଲେଟ ବ୍ୟବସ୍ଥା କରାଯିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି।

balijatra

Rakesh Mallick
  • Published: Wednesday, 04 November 2015
  • , Updated: 04 November 2015, 03:17 PM IST

Related story