ଆଜି ପାରାଦୀପରେ ଉଦଘାଟିତ ହେବ କଳିଙ୍ଗ ବାଲିଯାତ୍ରା ମହୋତ୍ସବ

ପାରାଦୀପ: ପାରାଦୀପରେ ଆଜି କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଉଦଘାଟିତ ହେବ। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ସଂଧ୍ୟାରେ ଅବକାରୀ ମନ୍ତ୍ରୀ ଦାମୋଦର ରାଉତ ଏହାର ଉଦଘାଟନ କରିବେ। ଏଥିସହ ମୁଖ୍ୟ ଅତିଥି ଭାବେ ଗଣଶିକ୍ଷା ମନ୍ତ୍ରୀ ଦେବୀପ୍ରସାଦ ମିଶ୍ର ଯୋଗ ଦେବେ। କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଆଜିଠୁ ଆରମ୍ଭ ହୋଇ ଆସନ୍ତା ୩୦ତାରିଖରେ ଶେଷ ହେବ। ଏଥର ପ୍ରାୟ ୨୫୦ଟି ଷ୍ଟଲ୍ ଖୋଲାଯାଇଛି। ଏଥିସହ ପ୍ରତିଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ। ସାତଦିନ ଧରି ଚାଲିବାକୁ […]

pradeep-balijatra

Rakesh Mallick
  • Published: Tuesday, 24 November 2015
  • , Updated: 24 November 2015, 04:36 AM IST

ପାରାଦୀପ: ପାରାଦୀପରେ ଆଜି କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଉଦଘାଟିତ ହେବ। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ସଂଧ୍ୟାରେ ଅବକାରୀ ମନ୍ତ୍ରୀ ଦାମୋଦର ରାଉତ ଏହାର ଉଦଘାଟନ କରିବେ। ଏଥିସହ ମୁଖ୍ୟ ଅତିଥି ଭାବେ ଗଣଶିକ୍ଷା ମନ୍ତ୍ରୀ ଦେବୀପ୍ରସାଦ ମିଶ୍ର ଯୋଗ ଦେବେ। କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଆଜିଠୁ ଆରମ୍ଭ ହୋଇ ଆସନ୍ତା ୩୦ତାରିଖରେ ଶେଷ ହେବ। ଏଥର ପ୍ରାୟ ୨୫୦ଟି ଷ୍ଟଲ୍ ଖୋଲାଯାଇଛି। ଏଥିସହ ପ୍ରତିଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ। ସାତଦିନ ଧରି ଚାଲିବାକୁ ଥିବା ଏହି ମହୋତ୍ସବରେ ଲକ୍ଷାଧିକ ଲୋକଙ୍କ ସମାଗମ ହୋଇଥାଏ। ଏହାକୁ ଆଖିରେ ରଖି ଶାନ୍ତି ଶୃଙ୍ଖଳା ପାଇଁ ପୋଲିସ୍ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

Related story