ଭୁବନେଶ୍ୱର: ବାଇକକୁ ଧକ୍କା ଦେଲା ଆମ୍ବୁଲାନ୍ସ, ଦମ୍ପତ୍ତିଙ୍କ ମୃତ୍ୟୁ

ଭୁବନେଶ୍ୱର:ଭୁବନେଶ୍ୱର ଉପକଣ୍ଠ ତମାଣ୍ତୋ ସ୍ଥିତ ଜାତୀୟ ରାଜପଥରେ ବୁଧବାର ଏକ ଘରୋଇ ଆମ୍ବୁଲାନ୍ସ ଗାଡି ଧକ୍କାରେ ‌ଏକ ଦମ୍ପତ୍ତିଙ୍କ ମୃତ୍ୟୁ ଘଟିଛି। ସ୍ୱାମୀଙ୍କର ନାଁ ଗୋଲଖ ସାହୁ ବୋଲି ଜଣାପଡିଛି। ଗାଡିଟି ଖୋର୍ଦ୍ଧା ଅଭିମୁଖେ ଯାଉଥିବାବେଳେ ଉକ୍ତ ବାଇକକୁ ଧକ୍କା ଦେଇଥିଲା। ଫଳରେ ସ୍ୱାମୀ ସ୍ତ୍ରୀ ତଳେ ପଡିଯାଇଥିଲେ। ଏହାପରେ ପଛପଟୁ ଆସୁଥିବା ଏକ ଚାରିଚକିଆ ଯାନ ସେମାନଙ୍କ ଉପରେ ଚଢି ଯାଇଥିଲା। ଘଟଣାସ୍ଥଳରେ ହିଁ ଦମ୍ପତ୍ତିଙ୍କ ମୃତ୍ୟୁ ଘଟିଥିଲା। ଉଭୟ ଦମ୍ପତି ଭୁବନେଶ୍ୱର ବିଡିଏ ଅଞ୍ଚଳର ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’