ଅନୁଗୋଳ: ଜରପଡ଼ା ଆଞ୍ଚଳିକ ପରିଷଦ ପକ୍ଷରୁ ୧୨ ଘଣ୍ଟିଆ ରେଳରୋକ

ଅନୁଗୋଳ: ଜରପଡ଼ା ଆଞ୍ଚଳିକ ପରିଷଦ ପକ୍ଷରୁ ଜରପଡା ଷ୍ଟେସନ ୧୨ ଘଣ୍ଟିଆ ରେଳରୋକ କରାଯାଇଛି। ଜରପଡ଼ା ଷ୍ଟସନରେ ସମ୍ୱଲପୁର-ପୁରୀ ଓ ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ଟ୍ରେନର ରହଣୀ, କଟକ ଦେଇ ରେଳ ଚଳାଚଳ, ଷ୍ଟେସନର ଉନ୍ନତିକରଣ ଆଦି ଦାବିରେ ଏହି ରେଳରୋକ କରାଯାଉଥିବା ପରିଷଦ ପକ୍ଷରୁ କୁହାଯାଇଛି।

ରେଳରୋକ କାରଣରୁ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ରେଲୱେ କର୍ତ୍ତୃପକ୍ଷ ଏଥିପାଇଁ ଉଚିତ ପଦକ୍ଷେପ ନ ନେଲେ ଆନ୍ଦୋଳନକୁ ତୀବ୍ର କରାଯିବ ବୋଲି ପରିଷଦ ଚେତାବନୀ ଦିଆଯାଇଛି। ଦାବି ସମ୍ପର୍କରେ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାଯାଇଥିବା ଜରପଡ଼ା ରେଳ ଷ୍ଟେସନ ଅଧ୍ୟକ୍ଷ ବିଜୟ କୁମାର ରାଉତ କହିଛନ୍ତି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’