ଅନୁଗୋଳ: ନିଆଁରେ ପୋଡ଼ି ହୋଇ ତାଳବେଡ଼ା ଗାଁରେ ମା’ ଓ ଝିଅଙ୍କ ମୃତ୍ୟୁ

ଅନୁଗୋଳ: ଅନୁଗୋଳ ଜିଲ୍ଲା ତାଳଚେର ଥାନା ଅନ୍ତର୍ଗତ ତାଳବେଡ଼ା ଗାଁରେ ରବିବାର ଏକ ଦୁଃଖଦ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ଗାଁର ଜଣେ ମହିଳା  ଓ ତାଙ୍କ ୩ବର୍ଷର ଝିଅର ମୃତ୍ୟୁ ଘଟିଛି। ମୃତ ମହିଳା ଜଣଙ୍କ ହେଲେ କୁମାରୀ ଖଟୁଆ। ଖବର ପାଇ ପୋଲିସ୍‌ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ମହିଳା ଓ ତାଙ୍କ ଝିଅର […]

anugul

Rakesh Mallick
  • Published: Sunday, 13 March 2016
  • , Updated: 13 March 2016, 06:13 PM IST

ଅନୁଗୋଳ: ଅନୁଗୋଳ ଜିଲ୍ଲା ତାଳଚେର ଥାନା ଅନ୍ତର୍ଗତ ତାଳବେଡ଼ା ଗାଁରେ ରବିବାର ଏକ ଦୁଃଖଦ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ଗାଁର ଜଣେ ମହିଳା  ଓ ତାଙ୍କ ୩ବର୍ଷର ଝିଅର ମୃତ୍ୟୁ ଘଟିଛି। ମୃତ ମହିଳା ଜଣଙ୍କ ହେଲେ କୁମାରୀ ଖଟୁଆ। ଖବର ପାଇ ପୋଲିସ୍‌ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ମହିଳା ଓ ତାଙ୍କ ଝିଅର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

Related story