ଅନୁଗୋଳ: ହାତୀ ଛୁଆର ମୃତ ଦେହ ଠାବ

ଅନୁଗୋଳ: ଅନୁଗୋଳ ଫରେଷ୍ଟ ଡିଭିଜନ ଅନ୍ତର୍ଗତ ପୁରୁଣାଗଡ ରେଞ୍ଜ ଅଧୀନ ବୃତ୍ତି ନିକଟରୁ ଏକ ହାତୀ ଛୁଆର ମୃତଦେହକୁ ଶନିବାର ଉଦ୍ଧାର କରିଛି ବନ ବିଭାଗ। ୨ରୁ ୩ ଦିନ ହେବ ଏହି ହାତୀ ଛୁଆର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ଉଦ୍ଧାର କରାଯାଇଥିବା ହାତୀ ଛୁଆର ବୟସ ଆନୁମାନିକ ୩ ରୁ ୪ ବର୍ଷ ହେବ। ଛୁଆହାତୀ ମୃତ୍ୟୁର କାରଣ ଜଣାପଡି ନ ଥିବା ବେଳେ ବିଦ୍ୟୁତ୍ ଆଘାତରୁ ତା’ର ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ କରିବା ସହ ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ରିପୋର୍ଟ ଆସିବା ପରେ ଛୁଆ ହାତୀର ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୁରୁଣାଗଡ଼ ରେଞ୍ଜ ଅଫିସର ସୁଧାଂଶୁ ଶେଖର ପଣ୍ଡା କହିଛନ୍ତି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’