ଆସ୍କା: ଦୁଇ ବସ୍ ମୁହାଁମୁହିଁ ଧକ୍କା, ୨ ମୃତ, ୨୦ ଆହତ

ଆସ୍କା: ୫୯ ନମ୍ବର ଜାତୀୟ ରାଜପଥର ପିତ୍ତଳ ଛକ ନିକଟରେ ଆଜି ଦୁଇଟି ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ  ୨ ଜଣଙ୍କ ମୃତ୍ୟୁ ଘଟିଛି। ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ହିଞ୍ଜିଳି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ ବ୍ରହ୍ମପୁର ବଡ଼ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ରାଧାକୃଷ୍ଣ ନାମକ ଏକ ଯାତ୍ରୀବାହୀ ବସ୍ ଆସିକାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ବ୍ରହ୍ମପୁରରୁ ଆସିକା ଆସୁଥିବା ଆକବରୀ ନାମକ ଆଉ ଏକ ଘରୋଇ […]

busaccident

busaccident

Rakesh Mallick
  • Published: Thursday, 10 September 2015
  • Updated: 10 September 2015, 03:46 PM IST

Sports

Latest News

ଆସ୍କା: ୫୯ ନମ୍ବର ଜାତୀୟ ରାଜପଥର ପିତ୍ତଳ ଛକ ନିକଟରେ ଆଜି ଦୁଇଟି ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ  ୨ ଜଣଙ୍କ ମୃତ୍ୟୁ ଘଟିଛି। ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ହିଞ୍ଜିଳି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ ବ୍ରହ୍ମପୁର ବଡ଼ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି।

ରାଧାକୃଷ୍ଣ ନାମକ ଏକ ଯାତ୍ରୀବାହୀ ବସ୍ ଆସିକାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ବ୍ରହ୍ମପୁରରୁ ଆସିକା ଆସୁଥିବା ଆକବରୀ ନାମକ ଆଉ ଏକ ଘରୋଇ ବସ୍ ସହତ ଏହାର ମୁହାଁମୁହିଁ ଧକ୍କା ହୋଇଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ପୋଲିସ୍ ଆହତମାନଙ୍କୁ ଡାକ୍ତରଖାନା ପଠାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story